oom

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା

jsmm

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୧୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୭ ଜଣ, ବାଲେଶ୍ବରରୁ ୬ ଜଣ, ଗଞ୍ଜାମରୁ ୨ ଜଣ, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

jittmm
Leave A Reply

Your email address will not be published.