ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ମାନେଶ୍ୱର ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ସ୍ଵାମୀ-ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକମାନେ ତାଳସର୍ଡା ଗ୍ରାମର କେଶବ ରଣବିଡ଼ା ଓ ସ୍ତ୍ରୀ ରୁକୁଣି ରଣବିଡା ବୋଲି ଜଣାପଡଇଛି । ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

Leave A Reply

Your email address will not be published.