ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା : ବଙ୍ଗୋମୁଣ୍ଡା କୋର୍ଟରେ ହାଜର ହେଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ତା’ର ସହଯୋଗୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ରାଜ୍ୟର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଗତକାଲି ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ତା’ର ସହଯୋଗୀକୁ ହାଜର କରାଯାଇଥିଲା । ତେବେ ପୋଲିସ ପକ୍ଷରୁ ଚାର୍ଜସିଟ୍‌ ଦାଖଲ ପରେ ପ୍ରଥମ ଥର ପାଇଁ ପୋଲିସ ତାଙ୍କୁ କୋର୍ଟରେ ହାଜର କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.