କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କ ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କ ସମେତ ଏକ ପ୍ରତିନିଧିଦଳ ଗତକାଲି ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରି ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ଖୁସି ବ୍ୟକ୍ତ କରିଛନ୍ତି । ରାଷ୍ଟ୍ରୀୟ ଖଣିଜ ନିଗମ ସିଏମ୍‌ଡି ସୁମିତ୍ ଦେବ୍ ଏବଂ ସିଇଓ ସଞ୍ଜୟ ସିଂଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.