ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ କଣ୍ଟାବାଞ୍ଜି ଏନ୍‌ଏସି ୱାର୍ଡ ନମ୍ବର ୪ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.