ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ । ସେମାନେ ଆଗକୁ ଯେପରି ପାଠ ପଢିପାରିବେ, ସେଥିଲାଗି ସମସ୍ତ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ୱସନା ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.