ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨୧ ଓ ୬ରୁ ଜଣେ ଲେଖାଏଁ, ଗୁଡଭେଲା ବ୍ଲକ ଗୁଡଭେଲା ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.