ଉଦୟନାଥ ଫର୍ଣ୍ଣିଚର ତରଫରୁ ମାସିକ କିସ୍ତି ଯୋଜନାର ୯ମ ଲକି ଡ୍ର ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୯ମ ଲକି ଡ୍ର ଉଠାଣ ଗତକାଲି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ପାଟଣାଗଡ଼ର ରାମୁ ବାଗ । ଏହି କାର୍ଯ୍ୟକ୍ରମରେ ଦେବାଶିଷ ପଟ୍ଟନାୟକ, ହର୍ଷବଲ୍ଲଭ ଦେବତା, ରଶ୍ମିରଂଜନ ଖୁଟୁଲା, ଶୁଭାଶିଷ ପଟ୍ଟନାୟକ, ତୁଳାରାମ ବଢ଼ିଆ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.