ନାୟବ୍ ସରପଞ୍ଚ ପଦବୀ ନିମନ୍ତେ ପରୋକ୍ଷ ନିର୍ବାଚନ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତର ନାୟବ୍ ସରପଞ୍ଚ ପଦବୀ ନିମନ୍ତେ ଚଳିତ ମାର୍ଚ୍ଚ ୧୧ ତାରିଖରେ ପରୋକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ଏଥି ପାଇଁ ନିଯୁକ୍ତ ହୋଇଥିବା ନିର୍ବାଚନ ଅଧିକାରୀମାନେ ଉକ୍ତ ଦିନ ପୂର୍ବାହ୍ନ ୧୦ଟାରୁ ୧୧ଟା ପର୍ୟ୍ୟନ୍ତ ପ୍ରାର୍ଥୀଙ୍କୁ ନାମାଙ୍କନପତ୍ର ଦେବେ ଓ ୧୧ଟାରୁ ୧୧.୩୦ ପର୍ୟ୍ୟନ୍ତ ନାମାଙ୍କନପତ୍ର ଯାଞ୍ଚ କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.