କଟୁରୀରେ ହାଣି ଯୁବକଙ୍କୁ ହତ୍ୟା

ଯାଜପୁର : ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଚଷାଖଣ୍ଡ ଗାଁରେ ମାଛ ମରାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ମାଛ ମରାକୁ କେନ୍ଦ୍ର କରି ଧୀରେନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତିଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ତେବେ ଏହି ଘଟଣାରେ ମଙ୍ଗଳପୁର ପୋଲିସ ୫ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Leave A Reply

Your email address will not be published.