ଦେବକୀ ସାହୁ ହେଲେ ବଲାଙ୍ଗିର ଜିଲ୍ଲା ପରିଷଦର ନୂତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପରିଷଦର ଅଧ୍ୟକ୍ଷ ପଦବୀ ନିର୍ବାଚନ ଆଜି ଡି.ଆର.ଡି.ଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଥିବା ବେଳେ ଆଗଲପୁର ବ୍ଲକ ଜୋନ ନମ୍ୱର-୧ର ନବ ନିର୍ବାଚିତ ଜିଲ୍ଲା ପରିଷଦ ସଦସ୍ୟା ଦେବକୀ ସାହୁ ନୂତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି ।

Leave A Reply

Your email address will not be published.