ଧରବଗଡ଼ ସରପଞ୍ଚ ଭାବେ ଦାୟିତ୍ୱ ଗ୍ରହଣ କଲେ ନବ ନିର୍ବାଚିତ ସରପଞ୍ଚ ଗୀତାଞ୍ଜଳି ପଣ୍ଡା : ପଞ୍ଚାୟତବାସୀଙ୍କ ମହଲରେ ବେଶ ଉତ୍ସାହ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଧରବଗଡ଼ ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ ଗୀତାଞ୍ଜଳି ପଣ୍ଡା ଗତକାଲି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବତନ ସରପଞ୍ଚ ପ୍ରେମରାଜ ପାଣ୍ଡେଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ସହିତ ପଞ୍ଚାୟତବାସୀ ମୋତେ ବିପୁଳ ସଂଖ୍ୟାରେ ଭୋଟ ଦେଇଥିବାରୁ ଅଞ୍ଚଳର ଜନସାଧାରଣଙ୍କୁ ଅଭିନନ୍ଦନ ଓ କୃତଜ୍ଞତା ଜଣାଇଛନ୍ତି । ଏହି ଦାୟିତ୍ୱ ସମୟରେ କାର୍ଯ୍ୟନିର୍ବାହୀ ଅଧିକାରୀ, ନାଏବ ସରପଞ୍ଚ ତଥା ପଞ୍ଚାୟତର ସମସ୍ତ ୱାର୍ଡ ମେମ୍ବରମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.