ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପଗୁଡିକର ପୁନରୁଦ୍ଧାର ଓ ଆଧୁନିକୀକରଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପଗୁଡିକର ଆଧୁନିକୀକରଣ କରି ୪୨୬୫୮ ହେକ୍ଟର ସେଚାଞ୍ଚଳ ପୁନରୁଦ୍ଧାର ଓ ୭୪୪୨ ହେକ୍ଟର ଚାଷ ଜମିକୁ ଜଳସେଚନ ପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି । ଏଥିପାଇଁ ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନାରେ ୮୨୩.୪୫ କୋଟିର ପ୍ରକଳ୍ପ ଖର୍ଚ୍ଚକୁ ରାଜ୍ୟ କ୍ୟାବିନେଟ ପକ୍ଷରୁ ମଞ୍ଜୁରୀ ମିଳିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.