ସାଇ ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଓ ବିଶ୍ଵଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପାଇକମାଲ ସତ୍ୟ ସାଇ ଭଜନ କମିଟି ପକ୍ଷରୁ ନବ ନିର୍ମିତ ବାବା ସତ୍ୟ ସାଇ, ଗଣେଶ, ହନୁମାନଙ୍କ ଭବ୍ୟ ମନ୍ଦିରର ବିଗ୍ରହଙ୍କ ପ୍ରତିଷ୍ଠା ମହୋତ୍ସବ ଓ ଏକାଦଶ କୁଣ୍ଡୀୟ ବିଶ୍ଵଶାନ୍ତି ମହାଯଜ୍ଞ ଆସନ୍ତା ତା ୬/୪ ରୁ ତା ୭/୪ ଦୁଇ ଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏନେଇ ଆବାହକ ଏବଂ ସାଇ ଆଶ୍ରିତ ଭାଇ ଭଉଣୀ ପାଇକମାଲ ଭଜନ ମଣ୍ଡଳୀ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.