ରାଜ୍ୟବାସୀଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ଚଳିତ ଆର୍ଥିକ ବଜେଟରେ ୧୨,୨୪୧ କୋଟି ଆବଣ୍ଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟବାସୀଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ଚଳିତ ଆର୍ଥିକ ବଜେଟରେ ୧୨,୨୪୧ କୋଟି ଆବଣ୍ଟିତ ହୋଇଛି । ଏହି ଅର୍ଥରାଶି ମୋଟ ବଜେଟର ୬.୧% ହୋଇଥିବା ବେଳେ ଏଥିରେ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’, ‘ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ’ ପରି କାର୍ଯ୍ୟକ୍ରମକୁ ବିଶେଷ ଗୁରୁତ୍ଵ ଦିଆଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.