ରାଉରକେଲା ସାମ୍ବାଦିକ ମାନଙ୍କ ପକ୍ଷରୁ ଏଡିଏମ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : ନୀଳଗିରି ସାମ୍ବାଦିକ ଲୋକନାଥ ଦଳେଇଙ୍କ ଗୋଡରେ ବେଡି ପକାଇଥିବା ଓ ଅମାନବୀୟ ବ୍ୟବହାର ପାଇଁ ରାଉରକେଲା ସାମ୍ବାଦିକ ସମୁହ ନିରପେକ୍ଷ ତଦନ୍ତ ଓ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ କରାଯାଇଛି । ଆଜି ରାଉରକେଲା ସାମ୍ବାଦିକ ମାନଙ୍କ ପକ୍ଷରୁ ଏଡିଏମ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

Leave A Reply

Your email address will not be published.