୧୬ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଯାପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୧୬ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଓଡିଶା ସମେତ ୨୪ଟି ରାଜ୍ୟ ଅଂଶଗ୍ରହଣ କରିଥିଲେ । ୪୨୦ଟି ଷ୍ଟଲରେ ବିଭିନ୍ନ ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀ ବିକ୍ରି ତଥା ପ୍ରଦର୍ଶିତ ହୋଇଥିଲା । ୧୦ଦିନ ଧରି ଚାଲିଥିବା ଏହି ଜାତୀୟସ୍ତରର ମେଳାରେ ପ୍ରାୟ ୧୬ କୋଟି ଟଙ୍କାର କାରବାର ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.