ଭାରତରତ୍ନ ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତରତ୍ନ ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ୧୪ ଏପ୍ରିଲ ୨୦୨୨ ସକାଳ ୮ଟାରେ ଭୁବନେଶ୍ୱର ଏଜି ଛକସ୍ଥିତ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ । ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.