jsm

ସାଉଁତପୁରରେ ଓଡିଶା ମୋ ପରିବାର ତରଫରୁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

csstore

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ସାଉଁତପୁର ଠାରେ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ଓଡିଶା ମୋ ପରିବାର ତରଫରୁ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯୁବ ନେତା ତଥା ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ ନିହାର ରଂଜନ ବେହେରା, ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତି ଦେବକୀ ସାହୁ, ପୁଇଁନ୍ତଲା ବ୍ଲକ ଅଧକ୍ଷ ସରୋଜ ପଧାନ, ପୁଇଁନ୍ତଲା ବ୍ଲକ ବିଜୁ ଜନତା ଦଳ ସଭାପତି ବିଷ୍ଣୁ ପଟେଲ, ଯୁବ ସଭାପତି ସୁଧୀର ଅମାତ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

yuvodaya
Leave A Reply

Your email address will not be published.