ବଲାଙ୍ଗିର ପୌର ପରିଷଦର ପ୍ରଥମ କାଉନ୍‌ସିଲ୍‌ ବୈଠକ ଅନୁଷ୍ଠିତ : ପାନୀୟ ଜଳ ଯୋଗାଣ ଓ ସ୍ୱଚ୍ଛତା ଉପରେ ଗୁରୁତ୍ୱାରୋପ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌର ପରିଷଦର ପ୍ରଥମ କାଉନ୍‌ସିଲ୍‌ ବୈଠକ ପୌର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୌର ନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ, ପୌର ଉପାଧ୍ୟକ୍ଷା ଗାୟତ୍ରୀ ଭୋଇଙ୍କ ସମେତ ଅନ୍ୟ ପୌର କାଉନ୍‌ସିଲର୍‌ମାନେ ଉପସ୍ଥିତ ରହିଥିବା ବେଳେ ସହରରେ ପାନୀୟ ଜଳ ଯୋଗାଣ ଓ ସ୍ୱଚ୍ଛତା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.