ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ପୌର ପରିଷଦ ପକ୍ଷରୁ ଗତକାଲି ୧୨୦ଜଣ ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ପରିଷଦର ସମ୍ମିଳନୀ କାର୍ଯ୍ୟାଦେଶ ବଣ୍ଟନ ସମାରୋହ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଧାୟକ ଦେବେଶ ଆଚାର୍ଯ୍ୟ, ପୌରାଧ୍ୟକ୍ଷା ଶ୍ରୀମତୀ କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ କୁମାର ଅଗ୍ରୱାଲ, ନିର୍ବାହ ଅଧିକାରୀ ନାରାୟଣ ଦଣ୍ଡସେନା, କିଶୋର ମିଶ୍ର ଉପସ୍ଥିତ ଥିଲେ ।

Leave A Reply

Your email address will not be published.