ଶିବତଲା ଗ୍ରାମ ପଂଚାୟତରେ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିବା ନେଇ ଜିଲ୍ଲାପାଳଙ୍କ ସୂଚନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିବତଲା ଗ୍ରାମ ପଂଚାୟତରେ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିବା ନେଇ ଜିଲ୍ଲାପାଳ ଚଂଚଳ ରାଣା ସୂଚନା ଦେଇଛନ୍ତି । ତେବେ “ଆଜାଦି କା ଅମୃତ ମହୋତ୍ସବ” ଅବସରରେ ଏହି ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଶିବତଲା ଗ୍ରାମ ପଂଚାୟତର ବିଭିନ୍ନ ଗ୍ରାମରୁ ଲୋକେ ଆସି ମାଗଣାରେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରିଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.