ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ପୂର୍ବାହ୍ନରେ ରାଜଭବନ ଛକ ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯିବ । ସନ୍ଧ୍ୟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.