ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁଙ୍କ ୱାର୍ଡ ନମ୍ବର ୧୬କୁ ପରିଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ବଲାଙ୍ଗିର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନମ୍ବର ୧୬କୁ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁଙ୍କ ସହ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନ ଦୀପ ଓ କାଉନସିଲର ସନ୍ତୋଷିନୀ କୁଁଅର ଉପସ୍ଥିତ ଥିବା ବେଳେ ୱାର୍ଡ ନମ୍ବର ୧୬ର ସମସ୍ୟା ବହୁଳ ଡ୍ରେନେଜ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ପ୍ରୟାସ କରିଥିଲେ ଏବଂ ନିକଟରେ ଥିବା ଖୁଚୁରା ମାଛ ବ୍ୟବସାୟୀମାନଙ୍କ ସହିତ ଆଲୋଚନା କରିଥିଲେ ।

Leave A Reply

Your email address will not be published.