ମର୍ମନ୍ତୁଦ ଦୁର୍ଘଟଣା, ୬ ଗୁରୁତର

ଅନୁଗୁଳ : ଅନୁଗୁଳ ଜିଲ୍ଲା ପାଲଲହଡା ଝିମିରିପାଲି ଶିବ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ପ୍ରଥମେ ପାଲଲହଡା ଡାକ୍ତରଖାନା ଏବଂ ପରେ ଅନୁଗୁଳ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଛି । ସମସ୍ତେ ବଲାଙ୍ଗିର ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ପାଲଲହଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.