pakka

ମୁଖ୍ୟ ନିର୍ବାଚନ ଆୟୁକ୍ତ ଭାବେ ରାଜୀବ କୁମାରଙ୍କ ନିଯୁକ୍ତି

bbehera

ନୂଆଦିଲ୍ଲୀ, (ପିଆଇବି) : ସବୁଠୁ ବରିଷ୍ଠ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କୁ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଛନ୍ତି । ୧୪ ମେ ୨୦୨୨ରେ ଶ୍ରୀ ସୁଶୀଲ ଚନ୍ଦ୍ରାଙ୍କ ଅବସର ଗ୍ରହଣ ପରେ ରାଜୀବ କୁମାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ୧୫ ମେ ୨୦୨୨ରେ ଦାୟିତ୍ୱ ଗ୍ରହଣ କରିବେ ।

Leave A Reply

Your email address will not be published.

14 − eleven =