ଦେଶର ଅଜୟ ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ସ୍ୱରୂପ ରାଷ୍ଟ୍ରପତି ଭବନରେ ପରମବୀର ଗ୍ୟାଲେରୀକୁ ସ୍ବାଗତ କଲେ ପ୍ରଧାନମନ୍ତ୍ରୀ

ପରମବୀର ଗ୍ୟାଲେରୀ ଭାରତର ଦାସତ୍ୱର ମାନସିକତାରୁ ବାହାରି ନବୀନ ଜାତୀୟ ଚେତନା ପର୍ଯ୍ୟନ୍ତ ଯାତ୍ରାକୁ ପ୍ରତିଫଳିତ କରେ : ପ୍ରଧାନମନ୍ତ୍ରୀପରମବୀର ଗ୍ୟାଲେରୀ ଯୁବପିଢ଼ିଙ୍କୁ ଭାରତର ବୀରତ୍ବ ଏବଂ ଜାତୀୟ ସଂକଳ୍ପର ପରମ୍ପରା ସହିତ ଯୋଡ଼ିହେବାକୁ ପ୍ରେରଣା ଦେବ : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,
Read More...

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱର ପକ୍ଷରୁ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକଠାରେ ‘ବିକଶିତ ଭାରତ @୨୦୪୭’ ଶୀର୍ଷକ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ୨୦୪୭
Read More...

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମ ଦ୍ୱିପାକ୍ଷିକ ଇଥିଓପିଆ ଗସ୍ତରେ ଥିବାରୁ, ଏହା ତାଙ୍କ ପାଇଁ ଏକ ବିଶେଷ ସମ୍ମାନ । ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା
Read More...

ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର

କାର୍ଯ୍ୟକ୍ରମ ସମ୍ପର୍କରେ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ପକ୍ଷରୁ ଦିଆଗଲା ସୂଚନା ଭୁବନେଶ୍ୱର, (ପିଆଇବି) : ଆସନ୍ତାକାଲିଠାରୁ 20 ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରେ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ଐତିହାସିକ କାର୍ଯ୍ୟକ୍ରମ ପାଇଁ ସମସ୍ତ
Read More...

ବରଗଡ଼ ରୋଡ୍ -ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି : ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ

• ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି• 138 କିମି ରେଳ ପ୍ରକଳ୍ପ ପାଇଁ 2,622 କୋଟି ଟଙ୍କା ବ୍ୟୟ କରାଯିବ ନୂଆଦିଲ୍ଲୀ, (ପିଆଇବି) : ବରଗଡ଼ ରୋଡ୍ -ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି ଏବଂ ଏହି
Read More...

ଚାଷୀମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ପାଇଁ ଜିଲ୍ଲା କୃଷକ ସଂଘ ଗଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ଚାଷୀ ଏବଂ ଚାଷୀ ନେତାମାନଙ୍କୁ ନେଇ ବଲାଙ୍ଗିରରେ ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲାରେ କୃଷି ଏବଂ କୃଷକମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ଚାଷୀମାନେ ସରକାରଙ୍କ କୃଷି ମାରଣ
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ଦ୍ୱିତୀୟ ଦିବସ

ଓଡିଶା ବନାମ ହିମାଚଳ ପ୍ରଦେଶସମ୍ବିଦ ବେଜଙ୍କ ଶତକ ହାସଲ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମଙ୍ଗଳବାରର ଅସମାପ୍ତ ପାଳି ୪୪ ରନ୍‌ରୁ ଖେଳ ଆରମ୍ଭ କରି ଓଡିଶା ଦଳ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୭ ଓି୍ୱକେଟ ବିନିମୟରେ ୩୦୮ ରନ୍‌ ସଂଗ୍ରହ କରିଛି । ଫଳରେ ଓଡିଶା ତାର ପ୍ରଥମ ଇନିଂସରେ ୧୨୭
Read More...

ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ : ଲୋଗୋ ଉନ୍ମୋଚନ କଲେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପାଟଣା ରାଜ୍ୟର ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିର ପୀଠର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଦେବାଳୟ ଐତିହ୍ୟ ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏନେଇ ଏକ ସ୍ମରଣିକା ପ୍ରକାଶ ପାଇବ, ଧ୍ୱଜା ରୋପଣ ଏବଂ ଫେବୃୟାରୀ ମାସ
Read More...

ଗ୍ରେଟର୍ ବ୍ରହ୍ମପୁର ପାଇଁ ୫୨ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ : ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର । ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ ଅଟେ । ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ତଥା ଗ୍ରେଟର୍ ବ୍ରହ୍ମପୁର ଗଠନ
Read More...

ଜିଲ୍ଲା ହସ୍ପିଟାଲକୁ ଏକ ସୁପର ସ୍ପେସାଲିଟି ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ସାଂସଦଙ୍କ ଦାବୀ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସରକାରୀ ଜିଲ୍ଲା ହସ୍ପିଟାଲକୁ ଏକ ସୁପର ସ୍ପେସାଲିଟି ହସ୍ପିଟାଲରେ ପରିଣତ କରିବାର ଜରୁରୀ ଆବଶ୍ୟକତା ବିଷୟରେ ଅବଗତ କରାଇବା ପାଇଁ ଏବଂ ଅତିରିକ୍ତ ଭାବରେ ବିଦ୍ୟମାନ ଜିଲ୍ଲା ହସ୍ପିଟାଲ ପରିସରରେ ୧୦୦ ଏମ୍‌ବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ
Read More...