୪୪ତମ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଲାଲମାଟି ଟିମ୍ ଚମ୍ପିୟାନ, ୟୁନାଇଟେଡ଼ ସ୍ପୋର୍ଟସ କ୍ଲବ୍ ରନର୍ସ ଅପ୍ ରାଉରକେଲା, (ସସ୍ମିତା ପ୍ରଧାନ) : ଜଲଦା ପଡ଼ିଆ ଠାରେ ଚାଲିଥିବା ୪୪ତମ ନକଆଉଟ ଫୁଟବଲ ପ୍ରତିଯୋଗିତା ସମାପ୍ତ ହୋଇଯାଇଛି । ଯୁବ ଶକ୍ତି କ୍ଲବର ସଭାପତି ଏଡୱର୍ଡ କନଭେଙ୍କ ସଭାପତିତ୍ୱ ଓ ସାମ୍ପାଦକ ରବିନ୍ଦ୍ର
Read More...

ଅନ୍ନପୂର୍ଣ୍ଣା ଓ ଚିତ୍ତବ୍ରତଙ୍କ ସ୍ମୃତି ଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବିଶିଷ୍ଟ ସାହିତ୍ୟିକ ରଘୁବର ଧଳଙ୍କ ସହଧର୍ମିଣୀ ଅନ୍ନପୂର୍ଣ୍ଣା ଓ ମଧ୍ୟମ ପୁତ୍ର ଚିତ୍ତବ୍ରତ ଧଳଙ୍କ ସ୍ମୃତି ଚାରଣ ସଭା କୋଏଲ ନଗର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ରାଉରକେଲା ବିଧାୟକ
Read More...

ଶୀତ ଓ ଗୀତ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସାରନଗରୀ ଶାଖା ତରଫରୁ ଫର୍ଟିଲାଇଜର ଚିନ୍ମୟ ଏକାଡେମୀ ଠାରେ ଶୀତ ଓ ଗୀତ ସମ୍ପର୍କିତ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ସଂଗଠନ ସମ୍ପାଦକ କବି କୁଞ୍ଜବିହାରୀ ରାଉତଙ୍କ ସଂଯୋଜନାରେ ଆୟୋଜିତ ଏହି ଆସରରେ ଅନୁଷ୍ଠାନର
Read More...

ବଡଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର
Read More...

ଶିଶୁ ଶ୍ରମ ଉଚ୍ଛେଦ ଅଭିଯାନର ଜିଲ୍ଲା ଓ ଜୋନାଲ ସ୍ତରୀୟ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିଶୁ ଶ୍ରମ ଉଚ୍ଛେଦ ଅଭିଯାନ ଓଡିଶା ତରଫରୁ ବଲାଙ୍ଗିର ପଂଚାୟତ ସାଧନ କେନ୍ଦ୍ର ଠାରେ ଏକ ଜିଲ୍ଲା ଓ ଜୋନାଲ ସ୍ତରୀୟ ବୈଠକ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୂର୍ବତନ ରାଜ୍ୟ ଆବାହକ ଉମେଶ ଚନ୍ଦ୍ର ପୁରୋହିତ ଅଧ୍ୟକ୍ଷତା କରିଥିଲେ ଏବଂ ରାଜ୍ୟ
Read More...

ପିପି ଏକାଡେମୀ ୧୯୯୩ ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

"ତିନି ଦଶକ ପରେ ମଧ୍ୟ ସେଇ ମଜା, ସେଇ ବନ୍ଧୁତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ତିନି ଦଶକ ପରେ ପିପି ଏକାଡେମୀର ୧୯୯୩ ମ୍ୟାଟ୍ରିକ ବ୍ୟାଚ୍‌ର ଛାତ୍ରମାନଙ୍କୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଜ୍ୟର ବିଭିନ୍ନ ଜିଲ୍ଲା ସହିତ ଦେଶର ଅନ୍ୟାନ୍ୟ ସ୍ଥାନରୁ
Read More...

ମହାଶିବରାତ୍ରିରେ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ସେବାକାର୍ଯ୍ୟ କରିବେ ଶତାଧିକ ସ୍ୱେଚ୍ଛାସେବୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଭିନ୍ନ ଯାନିଯାତ୍ରା, ପର୍ବପର୍ବାଣୀ ଯଥା ରଥଯାତ୍ରା, ତାରାତାରିଣୀଙ୍କର ଚୈତ୍ରପର୍ବ ଯାତ୍ରା ଆଦିରେ ମାନବଙ୍କୁ ଶୃଙ୍ଖଳିତ ପଥରେ ଲୋକଙ୍କର ଦିଅଁ ଦର୍ଶନ ମିଳିବା ଆବଶ୍ୟକ । ଏଥିପାଇଁ ସେବା କରି ପ୍ରଶାସନ ତଥା ସାଧାରଣ ଜନତାଙ୍କର ପ୍ରିୟପାତ୍ର
Read More...

ଏନ୍‌ଏସ୍ଏସ୍ ପକ୍ଷରୁ ନୂତନ ସ୍ୱେଚ୍ଛାସେବୀଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ମହାବିଦ୍ୟାଳୟ ଠାରେ ସୋନପୁର ଜାତୀୟ ସେବା ଯୋଜନା ଯୁଗ୍ମ ଶାଖା ଆନୁକୂଲ୍ୟରେ ନୂତନ ସ୍ୱେଚ୍ଛାସେବୀ ମାନଙ୍କର ଏକ ପ୍ରବେଶ ତଥା ଅଭିମୁଖୀକରଣ ଉତ୍ସବ ଅଧ୍ୟକ୍ଷ ରାଧାକାନ୍ତ ନାଏକଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର
Read More...

ଟିଟିଲାଗଡ଼ ବହି ହାଟ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ପୁସ୍ତକ ମେଳା ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ପଞ୍ଚମ ବର୍ଷରେ ପଦାର୍ପଣ କରିଛି ଟିଟିଲାଗଡ଼ ବହି ହାଟ । ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ମିଶନ ଶକ୍ତି ବଜାର ପ୍ରାଙ୍ଗଣ ଆରମ୍ଭ ୧୨.୧୨.୨୦୨୫ରୁ ଆରମ୍ଭ ହୋଇ ବହି ହାଟ ଆସନ୍ତା ୨୦
Read More...

ଇସ୍ପାତ୍ ସାହିତ୍ୟରେ ପୁସ୍ତକ ଲୋକାର୍ପଣ ଉତ୍ସବ

ରାଉଲକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦ ଆନୁକଦ୍ଭଲ୍ୟରେ ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ ପୁସ୍ତକ ଲୋକାର୍ପଣ ଓ ସମୀକ୍ଷା କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ଦୀପ୍ତି ମହାନ୍ତିଙ୍କ ଗଳ୍ପ ସଙ୍କଳନ
Read More...