ମୁରିବାହାଲ ବ୍ଲକର ୫୦୪ଜଣ ଛାତ୍ରଛାତ୍ରୀ ଦେଲେ ନବୋଦୟ ପ୍ରବେଶିକା ପରୀକ୍ଷା
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ନବୋଦୟ ବିଦ୍ୟାଳୟ ସମିତି ପକ୍ଷରୁ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୦୪ଜଣ ଛାତ୍ରଛାତ୍ରୀ ବେଲପଡ଼ା ଜବାହର ନବୋଦୟ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ପ୍ରବେଶିକା ପରୀକ୍ଷା ଦେଇଥିବା ଜଣାପଡିଛି । ବ୍ଲକର ମୁରିବାହାଲ ଓଡ଼ିଶା!-->…
Read More...
Read More...