୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୬ ଋତୁ ପାଇଁ କୋପ୍ରା (ଶୁଖିଲା ନଡ଼ିଆ)ର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ଅନୁମୋଦନ କରିଛନ୍ତି। ଚାଷୀମାନଙ୍କୁ ଲାଭଦାୟକ ମୂଲ୍ୟ ପ୍ରଦାନ
Read More...

ଭାରତର ଜନଗଣନା ୨୦୨୭ ପରିଚାଳନା ଯୋଜନାକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଭାରତର ଜନଗଣନା ୨୦୨୭ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏଥିପାଇଁ ୧୧,୭୧୮.୨୪ କୋଟି ଟଙ୍କା ବ୍ୟୟ କରାଯିବ ।ଯୋଜନାର ବିବରଣୀ :● ଭାରତୀୟ ଜନଗଣନା ବିଶ୍ୱର ସବୁଠାରୁ ବଡ଼
Read More...

ଓଡ଼ିଶାରେ 4ହଜାର କୋଟି ଟଙ୍କାରୁ ଅଧିକ ବ୍ୟୟରେ 2ଟି ସେମିକଣ୍ଡକ୍ଟର ନିର୍ମାଣ ୟୁନିଟ୍ ଖୋଲିବାକୁ ମଞ୍ଜୁରି ମିଳିଛି :…

● ଚିପ୍ ଟୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ଅଧୀନରେ କେନ୍ଦ୍ର ସରକାର ଓଡ଼ିଶାର 11ଟି ବିଶ୍ୱବିଦ୍ୟାଳୟକୁ ମାଗଣା ଡିଜାଇନ୍ ଟୁଲ୍ ଯୋଗାଇ ଦେଇଛନ୍ତି● 200 କୋଟି ଟଙ୍କା ବ୍ୟୟରେ ଭୁବନେଶ୍ୱରରେ ଏକ ନୂଆ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ପ୍ରତିଷ୍ଠାକୁ ମଞ୍ଜୁରି● ଡିଜିଟାଲ ଦକ୍ଷତା ବିକାଶ ଲାଗି
Read More...

ହୀରାକୁଦ ଏବଂ ସାତକୋଶିଆ ଅଞ୍ଚଳର ବିକାଶ ପାଇଁ 199 କୋଟିରୁ ଅଧିକ ଟଙ୍କା ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର

• ବର୍ତ୍ତମାନ ସୁଦ୍ଧା 131 କୋଟି 92 ଲକ୍ଷ ଟଙ୍କା ଜାରି କରାଯାଇଛି ନୂଆଦିଲ୍ଲୀ, (ପିଆଇବି) : ବିଭିନ୍ନ କେନ୍ଦ୍ର ପ୍ରାୟୋଜିତ ଯୋଜନା ଜରିଆରେ କେନ୍ଦ୍ର ସରକାର ଓଡ଼ିଶା ସରକାରଙ୍କୁ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ଅନୁଦାନ ଯୋଗାଇ ଦେଇଥିବା କହିଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ
Read More...

ନଟରାଜ କଳା ପରିଷଦର ନାଟକ ମହୋତ୍ସବ ଉଦ୍‌ଘାଟିତ

‘ବା’ ଓ ‘ଯାଦୁବାଲା’ ଦର୍ଶକଙ୍କ ମନ ମୋହିଲା ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କୋଶଳ କଳା ମଣ୍ଡଳ ପଡିଆର ପୁରୁଣା ମଂଚରେ ନାଟକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ନଟରାଜ କଳା ପରିଷଦ ଦ୍ୱାରା କୋଶଲି ଭାଷାରେ ୬ଟି ନାଟକ ଆୟୋଜିତ ହେବାକୁ ଥିବା
Read More...

ପଣ୍ଡକିଟାଲରେ ଗୁରୁ ଭଗବାନ ସାହୁଙ୍କ ଶ୍ରାଦ୍ଧବାର୍ଷିକୀ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ପଣ୍ଡକିଟାଲ ଠାରେ ସମ୍ବାଦ ସାହିତ୍ୟ ଘର ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶା ଭାଷା କଳା ସଂସ୍କୃତିର ପ୍ରଚାରକ ଗୋଟିଏ ଦିନରେ ନୂଆଁଖାଇ ପାଳନ ପଛର ମହାନାୟକ ଲୋକ ମହୋତ୍ସବର ଜନକ ଗୁରୁ ଭଗବାନ ସାହୁଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ
Read More...

ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ୨୦୨୫ର ତୃତୀୟ ସନ୍ଧ୍ୟା

ଦୁଲକିଲା ସାଂସ୍କୃତିକ ମଞ୍ଚ, ଝୁମିଲେ ଦର୍ଶକ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଟାଉନ କ୍ଲବ ତରଫରୁ ଆୟୋଜିତ ହେଉଥିବା ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ କ୍ରିଷ୍ଣା ବିକାଶର ମୁଖ୍ୟ ତଥା ଶିକ୍ଷାବିତ୍ ଡି. ମୂରଲୀ କ୍ରୀଷ୍ଣା
Read More...

ସ୍ୱଦେଶୀ ଦିବସରେ ବିଦେଶୀ ବର୍ଜନ ପାଇଁ ସଂକଳ୍ପ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ୱଦେଶୀ ଜାଗରଣ ମଞ୍ଚ ଓ ସ୍ୱାବଲମ୍ବୀ ଭାରତ ଅଭିଯାନ, କଳାହାଣ୍ଡି ପକ୍ଷରୁ ଡିସେମ୍ବର ୧୨ ସ୍ୱଦେଶୀ ଆନ୍ଦୋଳନର ବଳିଦାନୀ ବବୁଗେନୁଙ୍କ ବଳିଦାନ ଦିବସରେ ପୂର୍ବାହ୍ନରେ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ବ୍ରଜ ବିହାରର ପ୍ରାର୍ଥନା ସଭାରେ
Read More...

ପି.ଏମ.ଶ୍ରୀ ଅନସ୍ଲୋ ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ସମାରୋହ ଉଦଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଅନସ୍ଲୋ ମିନି- ଷ୍ଟାଡିୟମରେ ଶୁକ୍ରବାର ସକାଳେ ଅନସ୍ଲୋ ସରକାରୀ ହାଇସ୍କୁଲ୍ ପକ୍ଷରୁ ଆୟୋଜିତ ବାର୍ଷିକ କ୍ରୀଡା ଉଦ୍‌ଘାଟିତ ହୋଇଛି । ଛତ୍ରପୁରରେ ଦୌଡରାଣୀ ଦୂତୀ ଚାନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ
Read More...

ଦଣ୍ଡନାଟରେ ଅପସଂସ୍କୃତି ପ୍ରଥା ପରିବେଷଣ ହେବ ନାହିଁ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଦଣ୍ଡନାଟରେ ଅପସଂସ୍କୃତି ପ୍ରଥା ପରିବେଷଣ ହେବ ନାହିଁ ବୋଲି ଗଞ୍ଜାମ ଜିଲ୍ଲା ଦଣ୍ଡନାଟ ସଂସ୍କୃତି ମହାସଂଘ ନିଷ୍ପତ୍ତି ଚୁଡାନ୍ତ କରିଛନ୍ତି । ଏ ସମ୍ପର୍କରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏକ ଚିଠାଙ୍କଏସ୍‌ଓପି ଜାରି ହୋଇଛି । ପ୍ରଶାସନ ଦ୍ୱାରା
Read More...