ବରଗଡ଼ ବ୍ଲକ କାର୍ଯ୍ୟାଳୟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସମୀକ୍ଷା କଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବରଗଡ଼ ବ୍ଲକ କାର୍ଯ୍ୟାଳୟଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ତଥା ଉନ୍ନୟନ ମୂଳକ ଯୋଜନାର ସମୀକ୍ଷା କରିଥିଲେ । ଗ୍ରାମାଞ୍ଚଳରେ ଭିତ୍ତିଭୂମିର ବିକାଶ ଏବଂ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇଦେବା
Read More...

ଗନ୍ଧମାର୍ଦ୍ଦନ ସୁରକ୍ଷା ଏକ୍ସନ କମିଟିର ୪ ଦଫା ଦାବିପତ୍ର ପ୍ରଦାନ : ଦାବିପୂରଣ ନହେଲେ ବିରାଟ ଜନ ଆନ୍ଦୋଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ସୁରକ୍ଷା ଏକ୍ସନ କମିଟିର ଜିଲ୍ଲା ଆବାହକ ରାଜୁ ଘିବେଲାଙ୍କ ନେତୃତ୍ୱରେ ୪ ଦଫା ଦାବୀପତ୍ର ନେଇ ଉପଜିଲ୍ଲାପାଳ ପଦ୍ମପୁରଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଥିଲା । ଗନ୍ଧମାର୍ଦ୍ଧନ ସୁରକ୍ଷା ଏକ୍ସନ
Read More...

ଭୀମ ଭୋଇରେ ଖୋଲିବ ନିୟୁରୋଲୋଜି, ନେଫ୍ରୋଲୋଜି, ନ୍ୟୁରୋ ସର୍ଜରୀ ଓ ପ୍ଲାଷ୍ଟିକ ସର୍ଜରୀ ବିଭାଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଭୀମ ଭୋଇ ମେଡିକାଲରେ ବହୁପ୍ରତିକ୍ଷୀତ ନିୟୁରୋଲୋଜି, ନେଫ୍ରୋଲୋଜି, ନ୍ୟୁରୋ ସର୍ଜରୀ ଓ ପ୍ଲାଷ୍ଟିକ ସର୍ଜରୀ ବିଭାଗ ଖୋଲିବା ନେଇ ସମସ୍ତ ନିଷ୍ପତ୍ତି ହୋଇ ସାରିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରକାଶ କରିଛନ୍ତି । ତେବେ ଉକ୍ତ ବିଷୟକୁ
Read More...

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ : ୪ କୁଖ୍ୟାତ ଅପରାଧି ଗିରଫ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଚୋରା ଗଞ୍ଜେଇ ଚାଲାଣ ବିରୋଧରେ ପୁଲିସର ଅଭିଯାନକୁ ମିଳିଛି ବଡ଼ ସଫଳତା । ବିଶ୍ୱସ୍ତ ସୂଚନା ଆଧାରରେ ବାଲିଗୁଡ଼ା ପୁଲିସ ଚଢ଼ାଉ କରି ୧୦୦ କିଲୋ ୩୦୦ ଗ୍ରାମ ଗଞ୍ଜେଇ, ୨ଟି ଦେଶୀ ନିର୍ମିତ ଏସବିଏମଏଲ
Read More...

କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରକୁ ମିଳିଲା ନୂଆ ଆନେସ୍ଥେସିଆ ଯନ୍ତ୍ର

ଏଣିକି ଅପରେସନ୍‌ ଥିଏଟର କାର୍ଯ୍ୟକ୍ଷମ ହେବାରେ ମିଳିବ ସୁବିଧା କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : କଣ୍ଟାବାଞ୍ଜି ଅଞ୍ଚଳବାସୀଙ୍କ ପାଇଁ ଆସିଛି ଏକ ଖୁସି ଖବର । କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ତ୍ରୀ ଓ ପ୍ରସୂତି ବିଭାଗକୁ ଆନେସ୍ଥେସିଆ ଯନ୍ତ୍ର ଯୋଗାଇ
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ସରକାରୀ ଆଶ୍ରମ ବିଦ୍ୟାଳୟ, ମହୀପୁର ଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଏବିଇଓ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ଆଜି ଶକ୍ତିଶ୍ରୀ କେନ୍ଦ୍ର ଦ୍ଵାରା ଏକ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆର୍ଥିକ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ।
Read More...

ମା’ ଦ୍ୱାରସନୀ ମନ୍ଦିର ଚୋରି ଘଟଣା : ଜିଲ୍ଳା ଆଦିବାସୀ କଲ୍ୟାଣ ସଂଘ ଟିଟିଲାଗଡ ଆଦିବାସୀ ଭବନରେ ସାମ୍ବାଦିକ…

ଚୋରି ହୋଇଥିବା ତିନିଟି ପୁରାତନ ରୂପା ମୁକୁଟ ଉଦ୍ଧାର ଦାବି ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଖାଣ୍ଟି ରୂପା ଖଚିତ ଅଳଙ୍କାର ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଯେଉଁ ସାମଗ୍ରୀ ପୋଲିସ ଦେଇଛି ତାହା ମା'ଙ୍କ ଅରିଜିନାଲ ମୁକୁଟ ନୁହେଁ । ଅଧିକ(ଡବଲ)ସୁନା ମିଳିଛି ସତ କିନ୍ତୁ ସେ ସୁନା
Read More...

ହିଆଲ କ୍ଲଷ୍ଟରର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ହିଆଲ ଆଞ୍ଚଳିକ ସାଧନକେନ୍ଦ୍ରର ତୃତୀୟ ମାସିକ ବୈଠକ ପିଏମ୍‌ଶ୍ରୀ ଉଚ୍ଚ ବିଦ୍ୟାଳୟ ଚଟୁଅନକାରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ବୈଠକର
Read More...

ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟରେ ଶିଶୁ ସୁରକ୍ଷା ଓ କଲ୍ୟାଣ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକର ଚନ୍ଦନଭାଟି ସ୍ଥିତ ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟ ଠାରେ ଛାତ୍ରଛାତ୍ରୀମାନଙ୍କୁ ଶିଶୁ ସୁରକ୍ଷା ଓ କଲ୍ୟାଣ ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ
Read More...