ଜାତୀୟ ଯୁବ ଉତ୍ସବ -୨୦୨୬ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜାତୀୟ ଯୁବ ଉତ୍ସବ ୨୦୨୬ ପାଳନ ପରିପ୍ରେକ୍ଷୀରେ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରକୁ ପ୍ରତିଯୋଗୀ ପଠାଇବା ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଅଞ୍ଜଳିନା ପ୍ରଧାନଙ୍କ ପୌରାହିତ୍ୟରେ ଏକ ପ୍ରସ୍ତୁତି ବୈଠକ
Read More...

ରୋଟାରୀ ଇଷ୍ଟର ପ୍ରତିଷ୍ଠା ଉତ୍ସବ ପାଳିତ

ରୋଟାରୀ ଫାଉଣ୍ଡେସନ ପ୍ରୋଜେକ୍ଟ ପାଇଁ ପ୍ରସ୍ତାବ ଗୃହୀତ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରୋଟାରୀ କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ପ୍ରତିଷ୍ଠା ଉତ୍ସବ ଧର୍ମନଗର ସ୍ଥିତ ରୋଟାରୀ କମ୍ୟୁନିଟି ହଲରେ ଇତିମଧ୍ୟରେ ସମାହିତ ହୋଇଯାଇଛି । ସଭାପତି ଡ଼ଃ. ପ୍ରଦୀପ୍ତ କୁମାର ପଟ୍ଟନାୟକଙ୍କ
Read More...

ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ ସ୍ୱେଚ୍ଛାସେବୀଙ୍କ ଅଧ୍ୟୟନ ତଥା ତାଲିମ ଶିବିର ସମାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ତତ୍ତ୍ୱାବଧାନରେ ପରିଚାଳିତ ହେଉଥିବା ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ ସ୍ୱେଚ୍ଛାସେବୀଙ୍କ ଅଧ୍ୟୟନ ତଥା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଏହି ଦିବସର ଶୁଭାରମ୍ଭ
Read More...

ଜେଜେବାପା ଜେଜେମାଆ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେବାପା ଜେଜେମାଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ରନାଥ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶିଶୁର ସର୍ବାଙ୍ଗୀନ ଉନ୍ନତି ତଥା ଶିଶୁ
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବାସନ୍ତୀ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରସନ୍ନ କୁମାର ସାବତଙ୍କ ସଭାପତିତ୍ୱ ଓ ସମ୍ପାଦକ ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ ସଂଯୋଜନାରେ ଆୟୋଜିତ ଏହି ଆସରରେ
Read More...

ସୁନ୍ଦରଗଡ ଜିଲ୍ଲା ପତଞ୍ଜଳି ମହିଳା ଯୋଗ ସମିତିର ଯୋଗ ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ମହିଳା ଯୋଗ ସମିତି ଦ୍ଵାରା ମହିଳା ଯୋଗ ଶିବିର ସେକ୍ଟର -୧୯ ସ୍ଥିତ ଶାରଳା ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା ମହିଳା ପ୍ରଭାରୀ ନିତମ୍ବିନୀ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ସ୍ୱାଇଁ ତାଙ୍କ ଅଭିଭାଷଣରେ
Read More...

ବିଷମକଟକ ମଣ୍ଡଳ ତରଫରୁ ‘ମନ କି ବାତ’ କାର୍ଯ୍ୟକ୍ରମ

ମୁନିଗୁଡ଼ା, (ରମାକାନ୍ତ ପଡ଼ାଲ) : ଆଜି ବିଷମକଟକ ଠାରେ ପ୍ରଧାନମନ୍ତ୍ରୀଙ୍କ 'ମନ କି ବାତ' କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସ୍ଥାନୀୟ ଗ୍ରାମ ପଞ୍ଚାୟତ ଠାରେ ଥିବା ହଲ ନିକଟରେ ବିଷମକଟକ ଭାଜପା ମଣ୍ଡଳ ତରଫରୁ ପ୍ରଧାନମନ୍ତ୍ରୀଙ୍କ 'ମନ କି ବାତ' କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
Read More...

ସେବାଶ୍ରମର ଦୁଇଜଣ ଛାତ୍ରୀ ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ଓ ସର୍ଗିଫୁଲରେ ଅଂଶ ଗ୍ରହଣ କରିବାକୁ ମନୋନୀତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଉଲିପଦର ସେବାଶ୍ରମର ୨ ଜଣ ଛାତ୍ରୀ ବିଜ୍ଞାନ ପ୍ରକଳ୍ପରେ ଜିଲ୍ଲା ଓ ଜୋନାଲ ସ୍ତରରେ ପ୍ରଥମ ସ୍ଥାନ ଅଧିଗ୍ରହଣ କରି ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ତଥା ସର୍ଗିଫୁଲରେ ଅଂଶ ଗ୍ରହଣ
Read More...

ଆର୍ଟ ଅଫ ଲିଭିଙ୍ଗ ହେପିନେସ ସେଣ୍ଟର ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆର୍ଟ ଅଫ ଲିଭିଙ୍ଗ ହେପିନେସ ସେଣ୍ଟର ପକ୍ଷରୁ ଆଜି ନିଜସ୍ଵ ଅଫିସ ଗୃହଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବରେ ଏସ୍‌ପି ନାରାୟଣ ନାୟକ ଯୋଗ ଦେଇ
Read More...

କାବେରୀ ବିହନ ଉତ୍ପାଦନ କେନ୍ଦ୍ର ତରଫରୁ ସଚେତନତା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ପଞ୍ଚାୟତର ଗବୁଡ଼ି ମର୍ଦକୋଟ ଗ୍ରାମରେ କାବେରୀ ବିହନ ଉତ୍ପାଦନ ପ୍ରତିଷ୍ଠାନ ତରଫରୁ ଏକ କୃଷକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଠ କୃଷି ବିଜ୍ଞାନୀ ଶ୍ରୀ ସାମୋଖା ଆନନ୍ଦ ଯୋଗ ଦେଇଥିବା
Read More...