ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଲା ଧାନମଣ୍ଡି

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପୂର୍ବ ଧାର୍ଯ୍ୟ ଅନୁଯାୟୀ ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଛି ମଣ୍ଡି । ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଲାଟି ଗ୍ରାମ ପଞ୍ଚାୟତର ସିଲାଟି ପ୍ରାଥମିକ ସେବା ସମବାୟ ସମିତି ଠାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଦ୍ୱାରା ଜିଲ୍ଲା ସ୍ତରୀୟ
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରାଚୀର ପତ୍ରିକା “ଆଇନା”ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରାଚୀର ପତ୍ରିକା "ଆଇନା"ର ସ୍ୱତନ୍ତ୍ର ସଂଖ୍ୟା "ଆମ ସମ୍ବିଧାନ ଆମ ସ୍ୱାଭିମାନ" ଉନ୍ମୋଚିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସେବାଶ୍ରୀ ଭୋଇଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ
Read More...

ଗାନ୍ଧୀ ଷ୍ଟାଡିୟମରେ କୁଚ୍‌ ବେହାର ଟ୍ରଫି ଉଦ୍‌ଘାଟିତ

ଓଡିଶା ବନାମ କର୍ଣ୍ଣାଟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଓଡିଶା ବନାମ କର୍ଣ୍ଣାଟକ ୪ ଦିବସୀୟ କୁଚ୍‌ ବେହାର ଟ୍ରଫିର ଉଦ୍‌ଘାଟନୀ ଉତ୍ସବ ଆୟୋଜିତ ହୋଇଯାଇଛି ।
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ କମିଟି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ ବୈଠକ ସଭାପତି ପ୍ରଭାକର ମିଶ୍ରଙ୍କ ସଭାପତିତ୍ୱରେ ସମାପ୍ତ ହୋଇଯାଇଛି । ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀଙ୍କ ସ୍ୱାଗତ ଭାଷଣ ପରେ ସାଧାରଣ ସଂପାଦକ କପିଳେଶ୍ୱର ଖମାରୀ ଗତ ବୈଠକର ବିବରଣୀ ପ୍ରଦାନ
Read More...

ଟାଙ୍ଗଣାପଲ୍ଲୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀ ନୀଳକଣ୍ଠେଶ୍ଵର ବିଦ୍ୟାପୀଠର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ରୂପେ ଗଞ୍ଜାମ ଜିଲ୍ଲା କ୍ରୀଡା ପରିଦର୍ଶକ
Read More...

କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାଷା ସାହିତ୍ୟ ପ୍ରତି ପ୍ରତିବଦ୍ଧତା ରଖିଥିବା ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୧ ସ୍ଥିତ ଡିଭାଇନ ଲାଇଫ ଏକାଡେମୀର ମିଳିତ ଆନୁକୂଲ୍ୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଓ ତାଙ୍କ ଜୀବନାଦର୍ଶ ସମ୍ପର୍କରେ ଏକ
Read More...

ନୂଆଦିଲ୍ଲୀରେ ପାରମ୍ପରିକ ଚିକିତ୍ସା ଉପରେ ଦ୍ୱିତୀୟ ଡବ୍ଲୁଏଚଓ ବିଶ୍ୱସ୍ତରୀୟ ସମ୍ମିଳନୀର ସହ-ଆୟୋଜନ କରିବ ଭାରତ

ଭୁବନେଶ୍ୱର, (ପିଆଇବି) : ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ସହଯୋଗରେ ଭାରତ ଆସନ୍ତା ଡିସେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ପାରମ୍ପରିକ ଚିକିତ୍ସା ପଦ୍ଧତି ଉପରେ ଦ୍ୱିତୀୟ ଡବ୍ଲୁଏଚଓ ବିଶ୍ୱସ୍ତରୀୟ ସମ୍ମିଳନୀର ସହ-ଆୟୋଜନ କରିବ । ପାରମ୍ପରିକ ଚିକିତ୍ସା କ୍ଷେତ୍ରରେ
Read More...

ବାମପନ୍ଥୀ ଉଗ୍ରବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇଛନ୍ତି ମୋଦୀ ସରକାର : କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ

• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଏବଂ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ମାର୍ଚ୍ଚ ୨୦୨୬ ସୁଦ୍ଧା ମାଓମୁକ୍ତ ଭାରତ ଗଠନ ଲକ୍ଷ୍ୟ : କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ• ୨୦୧୦ ତୁଳନାରେ ୨୦୨୪ରେ ହିଂସାରେ ୮୧% ହ୍ରାସ ଏବଂ ଜୁନ୍‌ ୨୦୧୫ରୁ ମଇ
Read More...

ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ କରାଯାଇଛି । ଏଥିରେ ସ୍ଥାନୀୟ ଉପ-ଜିଲାପାଳ, ଥାନା ଅଧିକାରୀଙ୍କ ସମେତ ଟ୍ରଷ୍ଟି ଭାବେ ମଧୁସୁଦନ ଦାସ, ଗଙ୍ଗାଧର ସାହୁ, ଟି.ଶ୍ରୀନିବାସ ରାଓ, ଭଗବାନ
Read More...

ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହେଲା ବାଇକ : ଦୁଇ ମୃତ, ଜଣେ ଗୁରୁତର

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ
Read More...