ଛିନ୍ଦେଇକେଲା ହାଇସ୍କୁଲରେ ବାର୍ଷିକ କ୍ରୀଡା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ହାଇସ୍କୁଲରେ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାହ୍ନୁଚରଣ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ପରିଚାଳନା କମିଟି ସଭାପତି ସୁରେଶ କୁମାର ସାହୁ ଓ!-->…
Read More...
Read More...