ବନ ବିଭାଗର ପାଟ୍ରୋଲିଂ ବେଳେ ଶାଳ କାଠ ଗଣ୍ଡି ଜବତ : ୫ଟି ଗାଡି, ୪ଟି ମୋବାଇଲ ସହ ୪ଜଣ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ବିଭାଗକୁ ଏକ ବଡ଼ ସଫଳତା ମିଳିଛି । ଉପଖଣ୍ଡ ବନ ବିଭାଗ ଅଧିକାରୀ ଘନଶ୍ୟାମ ମହନ୍ତ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଦାରିଙ୍ଗବାଡି ରେଞ୍ଜର ବୁଡାଗୁଡା ସେକ୍ସନ ଅନ୍ତର୍ଗତ କୁର୍ତ୍ତମଗଡ ସଂରକ୍ଷିତ ଜଙ୍ଗଲ
Read More...

ଉଡାର ପଂଚାୟତରେ ଅଭିଯୋଗ ଶୁଣିଲେ ନରସିଂହ

ଆବାସ ଗୃହ, ରାସନକାର୍ଡ ଓ ଭତ୍ତାକୁ ନେଇ ଲୋକେ ହନ୍ତସନ୍ତଲୋକଙ୍କ ମଙ୍ଗଳ ନ କରି ଲୋକଙ୍କୁ ହଇରାଣ କରୁଛି ସରକାର - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଓଗାଁ ବ୍ଲକ ଅନ୍ତର୍ଗତ ଉଡାର ପଂଚୟତର ଉଡାର ଠାରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଗାଁକୁ ଯାଇ ଉଡାର ତଥା ଆଖପାଖ ପଂଚାୟତର
Read More...

୬ ଶିକ୍ଷକରେ ଚାଲିଛି ଗୁଡ଼ଭେଲା ପିଏମ୍‌ଶ୍ରୀ ୟୁପି ସ୍କୁଲ : ଶିକ୍ଷକ ପଦ ପୂରଣ ନହେଲେ ତାଲା ବନ୍ଦ ଚେତାବନୀ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲାର ଉପାନ୍ତ ଅଞ୍ଚଳ ଭାବେ ଜଣାଶୁଣା ଗୁଡ଼ଭେଲା ବ୍ଲକରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ମୌଳିକ ଶିକ୍ଷା ବ୍ୟବସ୍ଥା। ଗୁଡ଼ଭେଲା ସ୍ଥିତ ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କିଛି ଦିନ ପୂର୍ବେ ଜିଲ୍ଲା ଶିକ୍ଷା ଅଧିକାରୀ ପରିଦର୍ଶନରେ
Read More...

କୁଡାସିଂହାରେ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ୮୪ତମ ପ୍ରାକଟ୍ୟ ଦିବସ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ପୁରୀ ଗୋବର୍ଦ୍ଧନ ପୀଠାଧୀଶ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ୮୪ତମ ପ୍ରାକଟ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆଦିତ୍ୟ ବାହିନୀ ଏବଂ ଆନନ୍ଦବାହିନୀର
Read More...

ପୂଜ୍ୟପୂଜା ସେବା ସଂଗଠନର ସାଂଗଠିକ ସଭା ଓ ପ୍ରତିଷ୍ଠା ଦିବସ ଏବଂ ପାର୍ବତୀ ଗିରି ଶ୍ରାଦ୍ଧ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନର ଦୁଇ ବାର୍ଷିକ କର୍ମକର୍ତ୍ତା ନିର୍ବାଚନ ଏବଂ ସଂଗଠନର ପ୍ରତିଷ୍ଠା ଦିବସ ସହିତ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଶ୍ରାଦ୍ଧ ଦିବସ ପାଳନ ପାଇଁ ଏକ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଥିଲା
Read More...

ସୁବର୍ଣ୍ଣପୁରରେ ଓଜେୟୁର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ତଥା ସୁବର୍ଣ୍ଣପୁର ଜିଲ୍ଲା
Read More...

ସାରନଗରୀ ଶାଖାର ମାସିକ ସାରସ୍ଵତ ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସାରନଗରୀ ଶାଖାର ମାସିକ ସାରସ୍ଵତ ସମାବେଶରେ ସ୍ନାନ ମଣ୍ଡପରୁ ନିଳାଦ୍ରୀ ବିଜେ ଆଲୋଚନା ଚକ୍ର ଓ ଭାବରେ ଭାବରେ ଶ୍ରୀଜଗନ୍ନାଥ ଶୀର୍ଷକ ଉପରେ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଆଇଡିଏଲ୍‌ ନିକଟସ୍ଥ ଚିନ୍ମୟ ଏକାଡେମୀ ଠାରେ
Read More...

ପାପୁନକୁ ଚିକିତ୍ସା ପାଇଁ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମଉଳିମୁଣ୍ଡା ଗ୍ରାମର ବାସିନ୍ଦା ବାବୁଲାଲ କର୍ଣ୍ଣଙ୍କ ଦ୍ୱିତୀୟ ପୁତ୍ର ପାପୁନ କର୍ଣ୍ଣଙ୍କ ବାସଭବନକୁ ଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର
Read More...

ସଚେତନ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଓ ଆଗାମୀ କାର୍ଯ୍ୟକ୍ରମ ପାଇଁ ଖସଡା ପ୍ରସ୍ତୁତି କୋଏଲ ନଗର ସ୍ଥିତ ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଇଂ
Read More...

ଲାଠିକଟା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଉପସ୍ଥିତ ରହି
Read More...