ମହାରାଜା ସେଭେନସ ରଗବୀ ଟୁର୍ଣ୍ଣାମେଣ୍ଟ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଉଦ୍ୟମରେ ବାରିପଦା ଷ୍ଟାଡିୟମ ପଡିଆରେ ପ୍ରଥମଥର ପାଇଁ ମହାରାଜା ସେଭେନସ ରଗବୀ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବ ବୋଲି ଫ୍ୟୁଚର ଷ୍ଟାର ସ୍ପୋର୍ଟସ
Read More...

ରାସଗୋବିନ୍ଦପୁର ବିମାନବନ୍ଦର ଜମି ଅଧିଗ୍ରହଣ ସମ୍ପର୍କିତ ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଐତିହାସିକ ରାସଗୋବିନ୍ଦପୁର ବିମାନବନ୍ଦର ପ୍ରକଳ୍ପକୁ ଅବିଳମ୍ବେ ଶେଷ କରିବା ପାଇଁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏଯାବତ୍ ଏନେଇ ଥିବା ଜମିଜମା ହସ୍ତାନ୍ତର ମାମଲାକୁ ଅନୁଧ୍ୟାନ ପାଇଁ ବେସାମରିକ ବିମାନ ଚଳାଚଳ ଉପଦେଷ୍ଟା ସୁରେଶ ଚନ୍ଦ୍ର
Read More...

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୫ ଆୟୋଜନ ସମ୍ପର୍କିତ ପ୍ରସ୍ତୁତି ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସ୍ୱାନ ପ୍ରକୋଷ୍ଠରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୫ ଆୟୋଜନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପ୍ରାରମ୍ଭରେ
Read More...

ଇସ୍ପାତ ସାହିତ୍ୟ ସଂସଦର ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦର ୫୬ତମ ପ୍ରତିଷ୍ଠା ଦିବସ ସେକ୍ଟର ୭ ସ୍ଥିତ ନିଜସ୍ଵ କାର୍ଯ୍ୟାଳୟ ପରିସରରେ ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାକୁ ପ୍ରାକ୍ତନ ସଭାପତି କବି
Read More...

ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ- ୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ସହୀଦ ସ୍ମୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ- ୨୦୨୫ ପାଳିତ ହୋଇଯାଇଛି । ଏହି ଦିବସ
Read More...

ବୈଶାଖି ନାଟ୍ୟ ମହୋତ୍ସବ-୨୦୨୫ ଉଦଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ସୋନପୁର ନିର୍ମାଣ ଶ୍ରମିକ ସଂଘ, ବୁର୍ଡା ତରଫରୁ ସ୍ଥାନୀୟ ବୁର୍ଡା କଲ୍ୟାଣ ମଣ୍ଡପ ଠାରେ ବୈଶାଖି ନାଟ୍ୟ ମହୋତ୍ସବ ଉଦଘାଟିତ ହୋଇଯାଇଛି । ତିନିଦିନ ଧରି ଆୟୋଜିତ ହେବାକୁ ଥିବା ନାଟ୍ୟ ମହୋତ୍ସବର ଉଦଘାଟନୀ ସମାରୋହରେ ଓମ ପ୍ରକାଶ ସାହୁଙ୍କ
Read More...

ଏକତ୍ର ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ଦ୍ଵିତୀୟ ଦିବସ

କୋଶଲ ନାଟକ ପରିଷଦର ଦେବତା ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଏକତ୍ର ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ଦ୍ଵିତୀୟ ଦିବସରେ ସେକ୍ଟର ୬ କୋଶଲ୍ ନାଟକ ପରିଷଦ ତରଫରୁ ନାଟକ ଦେବତା ମଞ୍ଚସ୍ଥ ହୋଇଥିଲା । ନାଟକର କାହାଣୀ ହେଲା ମଣିଷ ଏକ ସାମାଜିକ ପ୍ରାଣୀ । ମଣିଷର ମୃତ୍ୟୁ ପରେ
Read More...

ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ

ଭିନ୍ନକ୍ଷମଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ପ୍ରୋତ୍ସାହନ ଆବଶ୍ୟକ ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ କଲ୍ୟାଣ ଅନୁଷ୍ଠାନ ଆଞ୍ଚଳିକ ପୁନର୍ବାସ ଓ ଗବେଷଣା କେନ୍ଦ୍ର (ଆର୍‌ଆର୍‌ଆର୍‌ସି) ଏବଂ ସ୍ୱତନ୍ତ୍ର ବିଦ୍ୟାଳୟ ଆଶାଦୀପର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ
Read More...

ଶ୍ରଦ୍ଧାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭିନ୍ନକ୍ଷମଙ୍କ ପ୍ରତି ସମର୍ପିତ ଅନୁଷ୍ଠାନ ଶ୍ରଦ୍ଧା ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡ. ରାମକୃଷ୍ଣ ବିଶ୍ୱାଳଙ୍କ ସଭାପତିତ୍ୱ ସାଧାରଣ ସମ୍ପାଦକ କାର୍ତ୍ତିକଚନ୍ଦ୍ର ପାଣ୍ଡବଙ୍କ ଆବାହକତ୍ୱ ଓ କାର୍ଯ୍ୟକାରୀ
Read More...

ବିଜ୍ଞାନ ମହାବିଦ୍ୟାଳୟରେ ସଚେତନ ମହିଳା ହିଁ ସଶକ୍ତ ମହିଳା ସମ୍ପର୍କିତ ଆଲୋଚନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣ ଓଡ଼ିଶା ଇକୋନମିକ୍ ଆସୋସିଏସନ ଏବଂ ସରକାରୀ ଵିଜ୍ଞାନ ମହାବିଦ୍ୟାଳୟ ଛତ୍ରପୁର ଆନୁକୂଲ୍ୟରେ ମହିଳା ସଶକ୍ତିକରଣ ଉପରେ ଏକ ଜାତୀୟସ୍ତରୀୟ ସମ୍ପାନର ଆୟୋଜିତ ହୋଇଯାଇଛି । ଆସୋସିଏନର ସଭାପତି ତଥା ବନାରସ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ଼ଃ.
Read More...