ନାଟର ସାଧାରଣ ପରିଷଦ ବୈଠକ ଓ କମକର୍ତ୍ତା ନିର୍ବାଚନ ଅନୁଷ୍ଠିତ

ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ ଅଧ୍ୟକ୍ଷ, ବନାମାଳୀ ସାଧାରଣ ସଂପାଦକ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ନାଟକ, ସାହିତ୍ୟ ଓ ସମାଜସେବା ପାଇଁ ସମର୍ପିତ ସୁବର୍ଣ୍ଣପୁରର ପ୍ରତିଷ୍ଠିତ ଅନୁଷ୍ଠାନ ନୋଡ଼ାଲ ଏସୋସିଏସନ ଫର ଏମେଚ୍ୟୋର୍ ଥିଏଟର (ନାଟ)ର ଦ୍ଵିବାର୍ଷିକ ସାଧାରଣ ପରିଷଦ ବୈଠକ
Read More...

ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ

ହସ୍ତତନ୍ତ କ୍ଷେତ୍ରରେ ସୁବର୍ଣ୍ଣପୁର ଜିଲ୍ଲାର ଆହୁରି ସୁନାମ ହେଉ : ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାରେ ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି । ସ୍ଥାନୀୟ ସଂସ୍କୃତି ଭବନ
Read More...

ଏସ୍‌ୟୁଜେ ବଲାଙ୍ଗିର ଶାଖାର ପ୍ରାନ୍ତୀୟ ସମାବେଶ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଷ୍ଟେଟ ୟୁନିୟନ ଅଫ୍‌ ଜର୍ଣ୍ଣାଲିଷ୍ଟ (ଓଡିଶା), ବଲାଙ୍ଗିର ଶାଖାର ପ୍ରାନ୍ତୀୟ ସମାବେଶ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏସ୍‌ୟୁଜେ ବଲାଙ୍ଗିର ଶାଖାର ସଭାପତି ଶରତ କୁମାର ମହାକୁର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ରାଜ୍ୟ ସଭାପତି
Read More...

ଜିଲ୍ଲା ସ୍ତରୀୟ ଅଭିଭାବକ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ବାଦଲି କିସ୍ ଆବାସିକ ବିଦ୍ୟାଳୟ ପରିସରରେ ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଅଭିଭାବକ ସମ୍ବିଳନୀ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ
Read More...

ସମ୍ବଲ୍‌ପୁର ମହୋତ୍ସବରେ ଇତିହାସକାର ତଥା କବି ଡ଼. ଶଶାଙ୍କ ଶେଖର ପଣ୍ଡାଙ୍କୁ ‘ପଶ୍ଚିମାଂଚଲ୍‌ ଗୌରବ୍‌…

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମ୍ବଲ୍‌ପୁର ମହୋତ୍ସବ ଅବସରରେ ଇତିହାସକାର, କବି, ଲେଖକ ତଥା ଗବେଷକ ଡ଼. ଶଶାଙ୍କ ଶେଖର ପଣ୍ଡାଙ୍କୁ 'ପଶ୍ଚିମାଂଚଲ୍‌ ଗୌରବ୍‌ ସନ୍‌ମାନ୍‌' ପ୍ରଦାନ କରାଯାଇଛି । ସମ୍ବଲପୁର ସାଂସ୍କୃତିକ ପରିଷଦ ତରଫରୁ ଆୟୋଜିତ ଏହି ସପ୍ତହବ୍ୟାପୀ ସାଂସ୍କୃତିକ ମହାକୁମ୍ଭର
Read More...

ସର୍ବଭାରତୀୟ ସ୍ତରରେ ବିପିୟୁଟି ସ୍ମାର୍ଟ ଇଣ୍ଡିଆ ହାକାଥନ୍ -୨୦୨୫ ଗ୍ରାଣ୍ଡ ଫାଇନାଲ ନୋଡାଲ୍ ସେଣ୍ଟର ଭାବରେ ମନୋନୀତ

ରାଉରକେଲା, (ସସ୍ମିତା ପ୍ରଧାନ) : ସର୍ବଭାରତୀୟ ସ୍ତରରେ ୨୦୨୫ ଡିସେମ୍ବର ୮ ଓ ୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୫ ସଫ୍ଟଓ୍ଵୟାର ସଂସ୍କରଣର ଗ୍ରାଣ୍ଡ ଫାଇନାଲ ପାଇଁ ଓଡିଶାର ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟକୁ ନୋଡାଲ୍ ସେଣ୍ଟର ଭାବରେ ମନୋନୀତ
Read More...

ମାଲପଡ଼ାକୁ ୧୦ ରନରେ ହରାଇ ମାଲିଶିରା ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ମାଲିଶିରା ପଂଚାୟତ ମାଳିଶିରା ଗ୍ରାମରେ ଚାଲିଥିବା ୨ୟ ଦିବସୀୟ କ୍ରିକେଟ ମ୍ୟାଚରେ ମାଲପଡ଼ାକୁ ୧୦ ରନରେ ହରାଇ ମାଲିଶିରା ଫାଇନାଲରେ ଚମ୍ପିୟାନ ଆଖ୍ୟା ଅର୍ଜନ କରିଛି । ମାଲିଶିରା ପ୍ରଥମେ ବ୍ୟାଟିଂ କରି
Read More...

ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ୧୭ ତାରିଖରୁ

ତରୁଣ ପୋଡ଼ ସଭାପତି ଓ ଦୁର୍ଗାନନ୍ଦ ମହାକୁର ସାଧାରଣ ସମ୍ପାଦକ ମନୋନୀତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ଧନୁଯାତ୍ରା ମହୋତ୍ସବ କମିଟି ପକ୍ଷରୁ ସପ୍ତମ ବର୍ଷ ବିରାଟ ଧନୁଯାତ୍ରା ମହୋତ୍ସବ ଚଳିତ ଡିସେମ୍ବର ୧୭ ତାରିଖ ବୁଧବାର ଠାରୁ ୨୩
Read More...

ହ୍ୟୁମାନ ସାଗରଙ୍କ ସ୍ମୃତିସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଶାସ୍ତ୍ରୀନଗର ଠାରେ ଆଶ୍ରା ଆଶ୍ରମ ଠାରେ ସ୍ୱର୍ଗତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଆତ୍ମା ଶାନ୍ତି ଉଦ୍ଦେଶ୍ୟରେ ଏକ ସ୍ମୃତିସଭା ପାଳିତ ହୋଇଯାଇଛି । ଡ. ବି.ଆର୍‌. ଆମ୍ବେଦକର ସେବା ସଂଘ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ୱର୍ଗତ
Read More...

ପ୍ରଥମ ଏକ ଦିବସୀୟ ପାରସ୍ପରିକ ବ୍ୟବହାରିକ ଭୂମିକା ନ୍ୟାୟିକ ତାଲିମ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ନିର୍ଦ୍ଦେଶରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଗଞ୍ଜାମ, ବ୍ରହ୍ମପୁର ଦ୍ୱାରା ପ୍ରଥମ ଏକ ଦିବସୀୟ ପାରସ୍ପରିକ ବ୍ୟବହାରିକ ତାଲିମ କାର୍ଯ୍ୟକ୍ରମ ଆଞ୍ଚଳିକ ନ୍ୟାୟିକ ଏକାଡେମୀ ବ୍ରହ୍ମପୁର ଠାରେ ଆୟୋଜିତ
Read More...