ପଖନମୁଣ୍ଡା ବିଦ୍ୟାଳୟରେ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଧନସିଂ ମାଝୀ, ସିଆରସିସି, ମାନ୍ଦଲା,
Read More...

ବାହାବଳପୁର ପଂଚାୟତରେ ୯କୋଟିରୁ ଉର୍ଦ୍ଧ୍ୱ ଟଙ୍କାରେ ଲୁଣାବନ୍ଧ ନିର୍ମାଣ ପାଇଁ ଶୁଭ ଦେଲେ ସଦର ବିଧାୟକ ମାନସ କୁମାର…

ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲାର ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାହାବଳପୁର ପଂଚାୟତର ଅଂଚଳବାସୀଙ୍କ ଦୀର୍ଘଦିନର ଦୁଃଖ ଦୂର ହେବାକୁ ଯାଉଛି । ବର୍ଷ ବର୍ଷ ଧରି ଲୁଣା ପାଣି ମାଡ଼ି ଯିବାର ଭୟ ମଧ୍ୟରେ କାଳାତିପାତ କରୁଥିବା ଜନସାଧାରଣଙ୍କ ଦାବିକୁ ଗୁରୁତ୍ୱ ଦେଇ
Read More...

ଓଡ଼ିଶା ଜଳ ସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାର ଶ୍ରେଷ୍ଠ ଚାଷୀ ସମ୍ମାନ

ଜୟପାଟଣା, (ଶେଷଦେବ ବେହେରା) : ଜଳ ସମ୍ପଦ ବିଭାଗ, ଓଡ଼ିଶା ସରକାରଙ୍କ ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଜୟପାଟଣା ସହରର ବରିଷ୍ଠ ଚାଷୀ ବିକ୍ରମ କୁମାର ଯୋଶୀଙ୍କୁ ଜିଲ୍ଲାର ଶ୍ରେଷ୍ଠ ଚାଷୀ ଭାବରେ ସମ୍ବର୍ଦ୍ଧିତ ହୋଇଥିବା ସୂଚନା ମିଳିଛି ।
Read More...

ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ରାଲି କରାଯାଇଥିଲା । ବେଟି ବଚାଓ ବେଟି ବଢାଓ, ପଢ଼େଙ୍ଗେ ହମ୍ ବଢେଙ୍ଗେ
Read More...

ଜାନୁୟାରୀ ୨୪ରେ ରୋଜଗାର ମେଳା : ୬୧ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ଆସନ୍ତା କାଲି ଜାନୁୟାରୀ ୨୪ ତାରିଖରେ ୬୧ ହଜାରରୁ ଅଧିକ ନବ ନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ।ପୂର୍ବାହ୍ନ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାରେ, ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନୂତନ ଭାବେ
Read More...

ନେଦରଲ୍ୟାଣ୍ଡସ୍ରେ ଏଏସ୍ଏମ୍ଏଲ୍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦେଶର ସୁସଙ୍ଗତ ନୀତି ଏବଂ ଦକ୍ଷ ପ୍ରତିଭା, ବିଶ୍ୱସ୍ତରରେ ଯନ୍ତ୍ରପାତି ନିର୍ମାତାଙ୍କୁ ଭାରତ ପ୍ରତି ଆକର୍ଷିତ କରୁଛି ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନେଦରଲ୍ୟାଣ୍ଡସ୍‌ର ଭେଲ୍ଡହୋଭେନ ସ୍ଥିତ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ମାଘ ମାସ ଶୁକ୍ଳ ପଞ୍ଚମୀ ଦିନ ସରସ୍ଵତୀ ପୂଜାରେ ଶିଶୁ ଭାଇ ଭଉଣୀ, ଅଭିଭାବିକା ଓ
Read More...

ଆସନ୍ତା ୩ ଫେବୃଆରୀରେ ବାଲେଶ୍ୱର ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି

ଫକୀର ମୋହନ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦେବେ ବାଲେଶ୍ୱର : ମହାମହିମ ରାଷ୍ଟ୍ରପତିଙ୍କ ବାଲେଶ୍ୱର ଗସ୍ତ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଫେବୃଆରୀ ୩ ତାରିଖରେ ମହାମହିମ ରାଷ୍ଟ୍ରପତି ମହୋଦୟ।ଙ୍କ ଫକୀର ମୋହନ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦାନ
Read More...

ନେତାଜୀ ଜୟନ୍ତୀ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାଧୀନତା ସଂଗ୍ରାମର ଆପୋଷହୀନ ଧାରାର ବଳିଷ୍ଠତମ ଅଭିବ୍ୟକ୍ତି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ ତମ ଜୟନ୍ତୀ ଉପଲକ୍ଷେ ଏଆଇଡ଼ିଏସଓ ବଲାଙ୍ଗିର ଜିଲ୍ଲା କମିଟି ଉଦ୍ୟୋଗରେ ନେତାଜୀ ଜୟନ୍ତୀ ସମାରୋହ ନେତାଜୀଙ୍କ ପ୍ରତିମୂର୍ତ୍ତି ପାଦ ଦେଶରେ ଅନୁଷ୍ଠିତ
Read More...

ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ସରସ୍ଵତୀ ପୂଜା ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ଶୁକ୍ରବାର ସରସ୍ଵତୀ ପୂଜା ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନିରୁଦ୍ଧ ପଣ୍ଡା ପୂଜା କାର୍ଯ୍ୟ ସମ୍ପାଦନା କରିଥିଲେ ଓ ଶିଶୁମାନଙ୍କୁ
Read More...