ଆସୁଛି ନୂଆଁଖାଇ : ଛୁଟିରେ ଯୋଗାଣ ସହାୟକ ସଂଘ

ହିତାଧିକାରୀଙ୍କୁ ମିଳିବନି ଚାଉଳ, ଫିକା ପଡ଼ିବ ପଶ୍ଚିମ ଓଡ଼ିଶାର ଗଣପର୍ବ ଦେଓଗାଁ, (ମନୀଷ କୁମାର ସାହୁ) : ପଶ୍ଚିମ ଓଡ଼ିଶାର ସବୁଠାରୁ ବଡ଼ ଗଣପର୍ବ 'ନୂଆଁଖାଇ' ପାଇଁ ଚାରିଆଡ଼େ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିବା ବେଳେ ଗ୍ରାମାଞ୍ଚଳର ଗରିବ ହିତାଧିକାରୀଙ୍କ ପାଇଁ ସୃଷ୍ଟି ହୋଇଛି
Read More...

ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ଜନ୍ମୋତ୍ସବ ସହ ୩୧ତମ ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭକ୍ତି ଓ ଆଧ୍ୟାତ୍ମିକତାରେ ମୁଖରିତ ହେଲା ବଲାଙ୍ଗିର ଖୁଜେନପାଲିସ୍ଥିତ ବିଶ୍ୱାତ୍ମ ବିଦ୍ୟାମନ୍ଦିର ପରିସର । ପୂଜ୍ୟପାଦ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ସହ ବିଶ୍ୱାତ୍ମ ବିଦ୍ୟାମନ୍ଦିରର ୩୧ତମ ପ୍ରତିଷ୍ଠା ଦିବସ ଶ୍ରଦ୍ଧା ଓ ଆଧ୍ୟାତ୍ମିକ
Read More...

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭିନ୍ନକ୍ଷମ ବ୍ୟକ୍ତିମାନଙ୍କୁ ସରକାରୀ ଯୋଜନାର ସୁବିଧା ଯୋଗାଇଦେବା ସହ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ବାଲିଗୁଡ଼ାରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଅଞ୍ଚଳର ବହୁ ସଂଖ୍ୟକ ଭିନ୍ନକ୍ଷମ
Read More...

“ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସ୍ଥିତ ସ୍ୱତନ୍ତ୍ର ପୌଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ପକ୍ଷରୁ “ସ୍ୱଚ୍ଛତା ହିଁ ସେବା” ଶୀର୍ଷକ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କେନ୍ଦ୍ରର ପରିଚାଳକ ସୁମନ୍ତ ଜୟପୁରିଆଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ସାକ୍ଷରତା ଓ ସାଇବର ସୁରକ୍ଷା କର୍ମଶାଳା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ସହ ଡିଜିଟାଲ ମାଧ୍ୟମର ଆର୍ଥିକ କାରବାର ବେଳେ ସୁରକ୍ଷିତ ସଦବ୍ୟବହାର ଓ ସାଇବର ଅପରାଧରୁ ସୁରକ୍ଷିତ ରହିବା ନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରତ ପତି ମହାବିଦ୍ୟାଳୟ ଏବଂ
Read More...

ବାଲ୍ୟ ବିବାହ ନିଷେଧ ଆଇନ-୨୦୦୬ ଉପରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ୍ କାର୍ଯ୍ୟକାରିତା ଓ ବାଲ୍ୟ ବିବାହ ନିଷେଧ ଅଧିକାରୀମାନଙ୍କ ଦକ୍ଷତା ବୃଦ୍ଧି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦର ରୁଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ
Read More...

ରାୟପୁର ରେଳଷ୍ଟେସନରୁ ଦୁଇ ନାବାଳକ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଅଧୀନ ବରତୁଣ୍ଡା ପଞ୍ଚାୟତ ପୁରେନା ଗ୍ରାମରୁ ନିଖୋଜ ହୋଇଥିବା ଦୁଇ ନାବାଳକଙ୍କୁ ରାୟପୁର ରେଳଷ୍ଟେସନରୁ ପୁଲିସ ଉଦ୍ଧାର କରିଛି । ସୂଚନା ଅନୁଯାୟୀ, ପୁରେନା ଗ୍ରାମର ପ୍ରକାଶ ରାଉତ ବୁଧବାର ରାତି ପ୍ରାୟ
Read More...

ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଯାପିତ

"ଝାରମୁଣ୍ଡା ଓଏଭିର ସୌମ୍ୟାଶ୍ରୀଙ୍କ ବାଜିମାତ୍‌" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟର କନଫରେନ୍ସ ହଲ୍‌ରେ ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷର ଆଲୋଚନା ଚକ୍ର ବିଷୟ ‘ଭାରତର ଶକ୍ତି ସମ୍ପଦ
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗିର ଜିଲ୍ଲା ସିଭିଲ ସୋସାଇଟି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବହୁ ଦିନରୁ ଦାବି ହୋଇଆସୁଥିବା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ଥିବା ୧୫୦ରୁ ୨୦୦ ଏକର ଜମିର ପୁନଃରୁଦ୍ଧାର ପାଇଁ ପଦକ୍ଷେପ ନେବାକୁ ବଲାଙ୍ଗିର ଜିଲ୍ଲା ସିଭିଲ ସୋସାଇଟି ଦାବି କରିଛି । ଏ ସମ୍ବନ୍ଧରେ କିଛିଦିନ ତଳେ ରାଜେନ୍ଦ୍ର ବିଶ୍ୱିଦ୍ୟାଳୟର ଏକ
Read More...

୪୦ତମ ବର୍ଷରେ ସ୍ୱର୍ଣ୍ଣଗିରି ଭେଙ୍କଟେଶ୍ୱର ମନ୍ଦିର ରୂପରେ ସଜେଇ ହେବ ଗଣେଶ ପଣ୍ଡାଲ

ରାଉରକେଲା, (ସସ୍ମିତା ପ୍ରଧାନ) : ସିଭିଲ ଟାଉନସିପ ଭେଷଜ ପଟେଲ ହସ୍ପିଟାଲ ମାର୍ଗ ସ୍ଥିତ ଶ୍ରୀ ଶ୍ରୀ ଗଣେଶ ପୂଜା ସମିତି ପକ୍ଷରୁ ଚଳିତ ବର୍ଷ ଗଣେଶ ଉତ୍ସବର ୪୦ତମ ଗୌରବମୟ ବର୍ଷକୁ ବହୁତ ଧୁମଧାମରେ ପାଳନ କରିବାକୁ ଯାଉଛି । ଏନେଇ ସମିତିର ସଭାପତି ଆକାଶ ଅଗ୍ରୱାଲ, ମହାସଚିବ ବିକାଶ ଶର୍ମା,
Read More...