ଗୁଡଭେଲା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ବିଇଓ ନମିତା ରାଣୀ ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ସୁପ୍ରସିଦ୍ଧ ଐତିହାସିକ ସ୍ଥଳୀ ଚୌଷଠୀ ଯୋଗିନୀ
Read More...

ସିଦ୍ଧିଦାତ୍ରୀ ମା’ ସରସ୍ୱତୀଙ୍କ ପୂଜାର୍ଚ୍ଚନା ମହାସମାରୋହରେ ପାଳିତ : ଶତାଧିକ କୁନି ଛୁଆ ଖଡ଼ି ଛୁଇଁଲେ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସିଦ୍ଧିଦାତ୍ରୀ ମା' ସରସ୍ୱତୀଙ୍କ ପୂଜାର୍ଚ୍ଚନା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଯାଇଛି । ସେଥିପାଇଁ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ ପୂଜା ଅନୁଷ୍ଠାନ ଚଳଚଞ୍ଚଳ
Read More...

ସାମୂହିକ ‘ବନ୍ଦେ ମାତରମ୍’ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ କୁତୃମୁଡ଼ା ୱାର୍ଡରେ ପୌର ପ୍ରଶାସନ ସହଯୋଗରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏନଏସି ନିର୍ବାହୀ ଅଧିକାରୀ କମଲାସନ ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ
Read More...

ବଲାଙ୍ଗିରର ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲଙ୍କ ଦେହାନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲଙ୍କ ସ୍ଥାନୀୟ କଂସାରୀପଡ଼ା ସ୍ଥିତ ତାଙ୍କ ବାସଭବନରେ ଅପରାହ୍ନ ୪ଟା ୧୫ ମିନିଟ୍‌ରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ତାଙ୍କ ବିୟୋଗରେ ସାରା ବଲାଙ୍ଗିର ସହରରେ ଶୋକର ଛାୟା ଖେଳିଯାଇଛି । ବୟସାଧିକ ହେତୁ
Read More...

ଜାତୀୟ ମତଦାତା ଦିବସ ଉପଲକ୍ଷେ ଅଧିକାରୀ ଓ କର୍ମଚାରୀଙ୍କ ଶପଥ ପାଠ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମତଦାତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଦ୍ଵାରା ଆଗାମୀ ଜାନୁୟାରୀ ୨୫ ଦିନ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ମତଦାତା ଦିବସ ପାଳନ ଅବସରରେ ଜିଲ୍ଲାପାଳଙ୍କ
Read More...

ଜିଲ୍ଲା କଂଗ୍ରେସ ପକ୍ଷରୁ ରାଜେଶ ମିଶ୍ରଙ୍କ ସ୍ମୃତିସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ଯୁବ କଂଗ୍ରେସ କୋଷାଧ୍ୟକ୍ଷ ରାଜେଶ ମିଶ୍ରଙ୍କ ବିୟୋଗରେ ସୋନପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ କସ୍ତୁରୀ ହୋଟେଲ ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅୟୋଜନ କରାଯାଇଥିଲା । ପୂର୍ବତନ ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ବିନୋଦ
Read More...

ସର୍ବଭାରତୀୟ ଲାଲ୍‌ମନି କ୍ରିକେଟ୍ : ବଲାଙ୍ଗିରକୁ ହରାଇ ଫାଇନାଲରେ ଭୁବନେଶ୍ୱର ବାପୁଜୀ କ୍ଲବ୍

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ଆସୋସିଏସନ ପକ୍ଷରୁ ଆୟୋଜିତ ସର୍ବଭାରତୀୟ ଲାଲ୍‌ମନି କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟାଚ ହୋଇଯାଇଛି । ପ୍ରଥମେ ଟସ୍‌ଜିଣି ବାପୁଜୀ କ୍ଲବ୍ ଫିଲ୍ଡିଂ ନିଷ୍ପତି ନେଇଥିଲେ । ବଲାଙ୍ଗିର ଓ୍ୱାଇଏସସିସି
Read More...

ଆଲୁମିନୀ ସଂଘ ପକ୍ଷରୁ ରାଜେଶ ମିଶ୍ରଙ୍କ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ଯୁବ କଂଗ୍ରେସ ନେତା ରାଜେଶ ମିଶ୍ର(ରାଜା)ଙ୍କ ବିୟୋଗରେ ସୋନପୁର କଲେଜ ଆଲୁମିନୀ ସଂଘ ପକ୍ଷରୁ ସ୍ଥାନୀୟ ପଞ୍ଚରଥ ମନ୍ଦିର ପ୍ରାଙ୍ଗଣରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଡ଼. ପ୍ରଫୁଲ୍ଲ ରଥଙ୍କ ଅଧ୍ୟକ୍ଷତାରେ
Read More...

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

ମାତା ଭଗବତୀ ଦେବୀ ଶର୍ମାଙ୍କ ଜନ୍ମ ଶତବାର୍ଷିକୀ ଓ ଅଖଣ୍ଡ ଦୀପ ଶତବାର୍ଷିକୀ ଅବସରରେ ହରିଦ୍ୱାରରେ ସମାରୋହବିଶ୍ୱ ସମସ୍ୟାର ସମାଧାନ ଭାରତୀୟ ପରମ୍ପରାରେ ନିହିତ; ଭାରତର ପୁନଃନିର୍ମାଣ ବିଶ୍ୱକୁ ଲାଭାନ୍ବିତ କରିବଏହି 'ଅଖଣ୍ଡ ଜ୍ୟୋତି ସମ୍ମିଳନୀ'କୁ ଆସିବା ପରେ, ଅନନ୍ତ ଶକ୍ତି ଏବଂ ଚେତନା
Read More...

୨୩ ଜାନୁଆରୀ ୨୦୨୬ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

ନୂଆଦିଲ୍ଲୀ, (ପିଆଇବି) : ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ୍ ୨୩ ଜାନୁଆରୀ ୨୦୨୬ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପ୍ରଥମ ଥର ପାଇଁ ଗସ୍ତ କରିବେ । ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି କଟକ ଏବଂ ପଶ୍ଚିମବଙ୍ଗର କୋଲକାତାରେ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ପରାକ୍ରମ
Read More...