ଘୁଷୁରାମୁଣ୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟରେ ସିଆଲଝୁଡୁଙ୍ଗିକୁ ହରାଇ ଖଲିଆଖମାର ଦଳ ଚାମ୍ପିୟାନ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୧୭ତମ ଫୁଟବଲ ଟୁର୍ଣ୍ଣାମେଣ୍ଟର ଗୁରୁବାର ଫାଇନାଲ ଖେଳ ସିଆଲଝୁଡୁଙ୍ଗି ଓ ଖଲିଆଖମାର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...