ଆଗଲପୁର ବ୍ଲକରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର
ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ବ୍ଲକ ସାମାଜିକ ସମୀକ୍ଷା ଅଧିକାରୀଙ୍କ ଆୟୋଜନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାଶ , ବ୍ଲକ!-->…
Read More...
Read More...