ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ
ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର କଣ୍ଟ୍ରାକ୍ଟର କଲୋନୀ ସ୍ଥିତ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମନ୍ଦିରର ତୃତୀୟ ପ୍ରତିଷ୍ଠା ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପୂଜକ ଭାବେ ଚିତ୍ତରଞ୍ଜନ ରଥ ଓ କର୍ତ୍ତା ଭାବେ ମନ୍ଦିରର ସମ୍ପାଦକ ନିରଞ୍ଜନ ସାମନ୍ତରାୟ ଦାୟିତ୍ଵ ନିର୍ବାହ!-->…
Read More...
Read More...