ଖଲ୍ଲିକୋଟରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଖଲ୍ଲିକୋଟରେ ଗଞ୍ଜାମ ଜିଲ୍ଲାପାଳ ଏବଂ ଗଞ୍ଜାମ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ସୋମବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅବଂ ଆରକ୍ଷୀ ଅଧୀକ୍ଷକ (ଗଞ୍ଜାମ)ଙ୍କ ଯୁଗ୍ମ ଶୁଣାଣୀ ଶିବିର ଖଲ୍ଲିକୋଟ ବ୍ଲକ୍ ସଦର ମହକୁମା ଠାରେ
Read More...

୨୩ତମ ବଲାଙ୍ଗିର ଲୋକଉତ୍ସବ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୩ତମ ବଲାଙ୍ଗିର ଲୋକଉତ୍ସବର ମୁଖ୍ୟ ସମାରୋହ କୋଶଳ କଳା ମଣ୍ଡପରେ ଉଦ୍‌ଘାଟିତ ହୋଇଯାଇଛି । ସକାଳେ ମଞ୍ଚ ପୂଜା ସହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ବେଳେ ପରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ସହର ପରିକ୍ରମା କରି ମା' ସମଲେଇ, ମା'
Read More...

୩୭ ତମ ସର୍ବଭାରତୀୟ ଲାଲମନି କ୍ରିକଫେଷ୍ଟ ଉଦଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ଆଜି ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ୩୭ ତମ ସର୍ବଭାରତୀୟ ଲାଲମନି କ୍ରିକଫେଷ୍ଟ୍ ୨୦୨୬ ମହାସମାରୋହରେ ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଇଞ୍ଜିନିୟର ରଘୁନାଥ ଜଗଦଲା
Read More...

କସ୍ତୁରବା ଗାନ୍ଧୀ ମାତୃ ନିକେତନରେ ପାର୍ବତୀ ଗିରିଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ କସ୍ତୁରବା ଗାନ୍ଧୀ ମାତୃ ନିକେତନ ପରିସରରେ ସୋମବାର ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ତଥା ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ସକାଳ ୫ଟାରେ ମାତୃ ନିକେତନର ଅନ୍ତେବାସୀମାନେ ଜର୍ଜଗଡ
Read More...

୬ କୋଟି ଟଙ୍କାର ଗଞ୍ଜେଇ ସହ କଣ୍ଟେନର ଜବତ, ୨ ଗିରଫ

ଗଞ୍ଜେଇ ମାଫିଆଙ୍କୁ ନାହିଁ ନିସ୍ତାର : ଏସପି ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ସୋନପୁର ପୋଲିସ୍ । ଜବତ ଗଞ୍ଜେଇର ଆନ୍ତଃ ରାଜ୍ୟ ମୂଲ୍ୟ ପ୍ରାୟ ୬ କୋଟି ହେବ ଏବଂ କିପରି ଏହାକୁ କୌଶଳ କ୍ରମେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଅଞ୍ଚଳର ଲୋପା ଢାବା
Read More...

ଆଦର୍ଶ ପାଠାଗାର ପାଇଁ ଏକ ହେଲେ ସାହିତ୍ୟିକ, ସାଂସ୍କୃତିକ, ସାମାଜିକ, ଶ୍ରମିକ ସଂଗଠନ ଓ ରାଜନୈତିକ ଦଳ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ସରକାର ଓଡ଼ିଆ ଅସ୍ମିତା କଥା କହୁଥିବାବେଳେ, ରାଉରକେଲା ଇସ୍ପାତ କାରଖାନା (ସେଲ) ଓଡ଼ିଆ ଅସ୍ମିତାକୁ ପଦାଘାତ କରି ଦୀର୍ଘ ୬୭ ବର୍ଷର ଅନୁଷ୍ଠାନ ଆଦର୍ଶ ପାଠାଗାର ତଥା ଭଞ୍ଜଭବନକୁ ଜୋର ଜବରଦସ୍ତ ନିଜ ଅକ୍ତିଆରକୁ ନେଇ ତାଲା ପକାଇଦେଇଛି । ୧୯୫୮
Read More...

ସରସ୍ୱତୀ ଶିଶୁ ମନ୍ଦିର ଗଜବନ୍ଧର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି/ଏସ.ରାମପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ସରସ୍ୱତୀ ଶିଶୁ ମନ୍ଦିର ଗଜବନ୍ଧର ବାର୍ଷିକ ଉତ୍ସବ ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ପ୍ରଶାନ୍ତକୁମାର
Read More...

ପଖନମୁଣ୍ଡାରେ ବହ୍ନିକନ୍ୟା ପାର୍ବତୀ ଗିରି ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ପ୍ରାର୍ଥନା ସଭାରେ ଶ୍ରୀ ଦାଶ ସମାଜସେବୀ ପାର୍ବତୀ ଗିରିଙ୍କ ଏକଶତ
Read More...

ବକେୟା ଦରମା ଓ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ଜିଲ୍ଲାପାଳଙ୍କ ଅଭିଯୋଗ କକ୍ଷରେ ପୁରେନା ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ ପୁରେନାର ଗ୍ରାମବାସୀ ସ୍କୁଲ ପ୍ରତି ଜିଲ୍ଲାଶିକ୍ଷା କାର୍ଯ୍ୟାଳୟର ବୈମାତୃକ ମନୋଭାବ ତଥା ଶିକ୍ଷକ ମାନଙ୍କର ବକେୟା ପାଉଣାକୁ ନେଇ ଆଜି ପଦ୍ମପୁର ବ୍ଲକ କାର୍ଯ୍ୟାଳୟର ଓସ୍ୱାନ ହଲ୍ ଠାରେ ଅନୁଷ୍ଠିତ
Read More...

ମହର୍ଷି ଦୟାନନ୍ଦ କନ୍ୟା ଗୁରୁକୁଳରେ ୧୮ ତମ ବାର୍ଷିକ ଉତ୍ସବ ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମହର୍ଷି ଦୟାନନ୍ଦ କନ୍ୟା ଗୁରୁକୁଳ ଘୁଚାପାଲିରେ ୧୭ତମ ବାର୍ଷିକ ଉତ୍ସବ ସୋମବାର ଉଦଯାପିତ ହୋଇଯାଇଛି । ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ବାର୍ଷିକ ଉତ୍ସବରେ ନୂତନ ପ୍ରବୀଷ୍ଠ କନ୍ୟା ମାନଙ୍କର ବ୍ରତ ଉପନୟନ ଓ
Read More...