ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ବିଶ୍ୱ- ଫିଜିଓଥେରାପି ଦିବସ ପାଳିତ

​ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ବୁଧବାର "ବିଶ୍ୱ ଫିଜିଓଥେରାପି ଦିବସ" ଅତ୍ୟନ୍ତ ଉତ୍ସାହ ଓ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ସାଧାରଣ ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ନିୟମିତ ଶାରୀରିକ ବ୍ୟାୟାମର ଗୁରୁତ୍ୱ ସମ୍ପର୍କରେ
Read More...

ଦୁର୍ଘଟଣାରେ ଗୁରୁତର ନାବାଳକ : ତୁରନ୍ତ ଚିକିତ୍ସାଳୟ ନେଲା ସଂକଳ୍ପ ପରିବାର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି । ଆହତ ନାବାଳକ ଜଣକ ପିପିଲିପାଲି ଗ୍ରାମର ସୁଶାନ୍ତ ପଞ୍ଚବିହାରଙ୍କ ପୁଅ ଶୁଭ୍ରଜିତ ପଞ୍ଚବିହାର ବୋଲି ଜଣାପଡ଼ିଛି । ସେ ମେଟ୍ରିକ
Read More...

ପ୍ରସିଦ୍ଧ ମହାବଳୀ ଯାତ୍ରା ପାଳନ ନେଇ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଡ. ସୋମ୍ୟାରୂପା ରଥଙ୍କ ଅଧ୍ୟକ୍ଷତାରେ ମହାବଳୀ ଯାତ୍ରା ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଷ୍ଟଚଣ୍ଡୀ ପୂଜକ ଓ ସେବାୟତଙ୍କ ସମେତ ପୋଲିସ
Read More...

ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ବିକାଶ କମିଟି ବୈଠକ

ଜିଲ୍ଲାର ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ : ବିଧାୟକ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ବିକାଶ କମିଟି ବୈଠକ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବୀରମହାରାଜପୁର
Read More...

ରୋଷେୟାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ : ୪ ଗିରଫ ସହ ମାସ୍କ ପିକଅପ୍ ଜବତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) ସୋନପୁରର ବିଶିଷ୍ଟ ସୂପକାର ତଥା ରୋଷେୟା ଅର୍ଜୁନ ରଥଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଅଭିଯୋଗରେ ୪ ଗିରଫ ସହ ମାସ୍କ ପିକଅପ୍ ଓ ସ୍ପେଲଣ୍ଡର ବାଇକ୍ ଜବତ । ଏ ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସପି ନାରାୟଣ ନାଏକ୍। ଅଭିଯୁକ୍ତ
Read More...

ଶକ୍ତିଶ୍ରୀ ସଶକ୍ତିକରଣ କକ୍ଷ ପକ୍ଷରୁ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଉଦ୍‌ଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଡି.ଏ.ଭି. ସ୍ୱୟଂଶାସିତ ମହାବିଦ୍ୟାଳୟ, ଟିଟିଲାଗଡ଼ର ଶକ୍ତିଶ୍ରୀ ସଶକ୍ତିକରଣ କକ୍ଷ ପକ୍ଷରୁ ଛାତ୍ରୀମାନଙ୍କ ଆତ୍ମବିଶ୍ୱାସ, ସୁରକ୍ଷା ଓ ଆତ୍ମନିର୍ଭରଶୀଳତା ବୃଦ୍ଧି ଉଦ୍ଦେଶ୍ୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ ମଙ୍ଗଳବାର
Read More...

ଋଷିକୂଲ୍ୟା ନଦୀରୁ ଦୁଇ ମୃତ ଦେହ ଉଦ୍ଧାର

ମିଳିଲା ଯୁବକ ଯୁବତୀଙ୍କ ପରିଚୟ, ହତ୍ୟା ଅଭିଯୋଗ ଆଣିଲେ ପୁଅଘର ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରୁ ଦୁଇ ଜଣଙ୍କ ମୃତ ଦେହ ଉଦ୍ଧାର କରିଥିଲା ଗଞ୍ଜାମ ଥାନା ପୋଲିସ । ଗୁରୁବାର ସେମାନଙ୍କ
Read More...

ଛତ୍ରପୁରରେ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପକଣ୍ଠସ୍ଥ ମା' ରାମଚଣ୍ଡୀ ମନ୍ଦିର ପରିସରରେ ଛତ୍ରପୁର ଫଟୋଗ୍ରାଫର ଆସୋସିଏସନ୍ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଏକ ନିଆରା ଭାଇଚାରାର ସହ ପାଳନ କରାଯାଇଛି । ଏହି ଅବସରରେ ସଂଘର ସଭାପତି କୃଷ୍ଣଚନ୍ଦ୍ର
Read More...

ନୂଆ-କମଳାପୁର ଗ୍ରାମବାସୀଙ୍କୁ ଜମିପଟ୍ଟା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

​ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର ବିଧାନସଭା କ୍ଷେତ୍ରର ରଙ୍ଗେଇଲୁଣ୍ଡା ବ୍ଲକ, କମଳାପୁର ପଞ୍ଚାୟତ ଅଧୀନସ୍ଥ ନୂଆ କମଳାପୁର ଗ୍ରାମବାସୀଙ୍କ ଦୀର୍ଘ ଦିନର ଜମିପଟ୍ଟା ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟର
Read More...

ରସାଳପୁର କଲେଜରେ ନିଶାମୁକ୍ତ ଭାରତ ଅଭିଯାନ ଆୟୋଜିତ

ବାଲେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ବାଲେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ବାଲେଶ୍ୱର ଜିଲ୍ଲା ରସାଳପୁର ସ୍ଥିତ ଡକ୍ଟର ଯଦୁନାଥ କଲେଜ୍ ପରିସରରେ ଦିନିକିଆ ନିଶାମୁକ୍ତ ଭାରତ ଅଭିଯାନ ଅନୁଷ୍ଠିତ ହୋଇଛି ।
Read More...