ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗଣେଶ ପୂଜା ଅନୁଷ୍ଠିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଦ୍ୟାଦାତ ଗଣେଶଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ମୁଦିରଥ ପଣ୍ଡା ପୂଜକ ଦାୟିତ୍ୱ ତୁଳାଇ ଥିଲେ । ଏହି ଅବସରରେ କୁନିକୁନି ଛାତ୍ରଛାତ୍ରୀ ମାନଙ୍କର କଲମରୁ ଝରି ପଡିଥିବା ବିଭିନ୍ନ ଗଳ୍ପ,!-->…
Read More...
Read More...