ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୩ ତମ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୩ ତମ ବାର୍ଷିକ ଉତ୍ସବ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ମିତ୍ରଭାନୁ ପଣ୍ଡାଙ୍କ ସଭାପତିତ୍ୱ ଓ ପ୍ରଧାନ ଆଚାର୍ଯ୍ୟ ସୁରେଶ କୁମାର ଶତପଥୀଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଚିନ୍ମୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଫର୍ଟିଲାଇଜର ସ୍ଥିତ ଚିନ୍ମୟ ପବ୍ଲିକ ସ୍କୁଲର ୨୪ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସିଂ ଙ୍କ ଅଧ୍ୟକ୍ଷତା ଓ ଶିକ୍ଷୟିତ୍ରୀ ସଂଯୁକ୍ତା ତନ୍ତୀଙ୍କ ସଂଯୋଜନାରେ ଆୟୋଜିତ ଏହି ଉଦଯାପନୀ ଉତ୍ସବରେ
Read More...

ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୁଲିଆ ଯାତ୍ରା : ରକ୍ତରେ ଲାଲେ ଲାଲ୍‌ ଶୁଲିଆ ପୀଠ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ଆଜି ଆୟୋଜିତ ହୋଇଛି ଶୁଲିଆ ଯାତ୍ରା । ଗତ ବିଳମ୍ବିତ ରାତିରେ ନିଶିପୂଜା ହୋଇଥିଲା । ମଙ୍ଗଳବାର
Read More...

ପି.ପି ଏକାଡେମୀ ୧୯୮୯ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ କଦଳୀମୁଣ୍ଡା ନର୍ସରୀ ଠାରେ ୧୯୮୯ ପତିତପାବନ ଏକାଡେମୀ ମେଟ୍ରିକ ବ୍ୟାଚ୍ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ପ୍ରାୟ ୮ଠଜଣ ପୁରାତନ ଛାତ୍ର ଯୋଗଦେଇ ପୁରୁଣା ସ୍ମୃତିକୁ ମନେପକାଇବା ସହ ଆଗାମୀ
Read More...

ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ

କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ ବିଭାଗର ଉନ୍ନୟନ ମୂଳକ ପ୍ରକଳ୍ପର ଅଗ୍ରଗତି ଓ ଜନ କଲ୍ୟାଣକାରୀ ଯୋଜନାର କାର୍ଯ୍ୟକାରିତା ଉପରେ କଲେ ସମୀକ୍ଷା ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶା ସରକାରଙ୍କ ମହିଳା ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜିଲ୍ଲା ନୋଡାଲ ଅଧିକାରୀ ଶ୍ରୀମତୀ
Read More...

ଜାତୀୟ ସ୍ତରରେ ଅଣ୍ଡର -୧୭ ଫୁଟବଲ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ରେଳ ଷ୍ଟେସନରେ ଭବ୍ୟ ସ୍ଵାଗତ…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଜାତୀୟ ସ୍ତରର ଅଣ୍ଡର ୧୭ ଫୁଟବଲ ପ୍ରତିଯୋଗିତାରେ ସିହିନି ଗ୍ରାମର ଆରତୀ ମାଝି, ଟିଟିଲାଗଡ଼ର ଶ୍ରଦ୍ଧାଞ୍ଜଳି ହେର୍ନା ଓ କେସିଙ୍ଗାର ହସ୍ତରି ଶବର ଭଲ ପ୍ରଦର୍ଶନ କରି ଆଜି ଫେରିଥିବା ବେଳେ ଟିଟିଲାଗଡ ରେଳ ଷ୍ଟେସନରେ ଭବ୍ୟ ସ୍ଵାଗତ କରାଯାଇଛି । ଝାରଖଣ୍ଡ
Read More...

ସମୂହ ଗଛକାଟି ଆନ୍ତଃରାଜ୍ୟ ବସଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପାଇଁ ବିଜେଡି ପକ୍ଷରୁ ଦାବିପତ୍ର ପ୍ରଦାନ ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସହରର ପାଲବଣି ଠାରେ ବ୍ୟାପକ ଗଛକାଟି ଆନ୍ତରାଜ୍ୟ ବସଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ଗଣିତ ଦିବସ ପାଳିତ

"ଗଣିତ ଭୟ କରିବାର ବିଷୟ ନୁହେଁ, ଏହା ଆନନ୍ଦର ବିଷୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ଭାରତର ମହାନ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଜନ୍ମ ଜୟନ୍ତୀ ଅବସରରେ ଆୟୋଜିତ
Read More...

ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫାଶୀ କାଠଦାତା କୁବେର ରଣା ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଫାଶୀ କାଠଦାତାଙ୍କୁ ପୁରୀ ଠାରେ ସୋମବାର ସମ୍ବର୍ଦ୍ଧନା ଦିଆଯାଇଛି । ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ଠାରେ ଶ୍ରୀ ଶ୍ରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା
Read More...

ବେନ୍ଦେର ସଂରକ୍ଷିତ ଜଙ୍ଗଲରେ ୩୨ ଟିକିଆ ହାତୀପଲ, ଅଞ୍ଚଳବାସୀ ଆତଙ୍କିତ

ଖପ୍ରାଖୋଲ (ଅଶୋକ କୁମାର ବାଗ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଲାଠୋର ଫରେଷ୍ଟ ରେଞ୍ଜ ଅଧୀନ ବେନ୍ଦେର ସଂରକ୍ଷିତ ଜଙ୍ଗଲରେ ଏକ ଛୋଟ ହାତୀ ଛୁଆ ସହିତ ପ୍ରାୟ ୩୨ଟି ହାତୀଙ୍କ ଏକ ବଡ଼ ପଲ ଆଗମନ କରିଥିବା ଜଣାପଡ଼ିଛି। ଏହାରେ ସମଗ୍ର ଅଞ୍ଚଳରେ ଆତଙ୍କ ଓ ଭୟର ପରିବେଶ ସୃଷ୍ଟି ହୋଇଛି
Read More...