ହଳଦୀ କାମଧେନୁ ଦୁଗ୍ଧ ଉତ୍ପାଦକ ସମବାୟ ସମିତିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ସଦର ମହକୁମାରେ ଥିବା କାମଧେନୁ ଦୁଗ୍ଧ ଉତ୍ପାଦକ ସମବାୟ ସମିତିର ବାର୍ଷିକ ସାଧାରଣ ସଭା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସମିତିର ସମସ୍ତ ଦୁଗ୍ଧ ଚାଷୀ ଉପସ୍ଥିତ ଥିଲେ । ସମିତିର!-->…
Read More...
Read More...