ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି 93.09 କୋଟି ଟଙ୍କାର ଆର୍ଥିକ ଅନୁଦାନ ଯୋଗାଇଦେବେ କେନ୍ଦ୍ର…

ଭୁବନେଶ୍ୱର, (ପିଆଇବି) : ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି । ଆଜି ରାଜ୍ୟସଭାରେ ଏହି ସୂଚନା ଦେଇ କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ
Read More...

ଜାନୁଆରି ୨୦୨୬ ସତ୍ର ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ

ଭୁବନେଶ୍ୱର, (ପିଆଇବି) : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜାନୁଆରୀ–୨୦୨୬ ଶିକ୍ଷା ସତ୍ର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗ୍ରହୀ ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ
Read More...

ଘଣ୍ଟବାହାଲ ଖେଳପଡିଆରେ ରାଜସ୍ୱ ମେଳା

ମୁରିବାହାଲ୍ ଥାନା ଓ ବସଷ୍ଟାଣ୍ଡକୁ ମିଳିଲା ପଟ୍ଟା୧୪୭ ଜଣଙ୍କୁ ପଟ୍ଟା ଓ ୯୮ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଘଣ୍ଟବାହାଲ ଖେଳ ପଡିଆରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ରାଜସ୍ୱ ମେଳା ଅନୁଷ୍ଠିତ ହୋଇଯାଇଛି ।
Read More...

ଗଞ୍ଜାମ ଜିଲ୍ଲାରେ ୧୯ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ସୁଶାସନ ସପ୍ତାହ ପାଳନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ମାସ ୧୯ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ସୁଶାସନ ସପ୍ତାହ ପାଳନ କରାଯାଉଛି “ପ୍ରଶାସନ ଗାଁ- କି- ଓରେ – ୨୦୨୫” ପାଳନ ଅବସରରେ ୧୯ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଗଞ୍ଜାମ ଜିଲ୍ଲାର
Read More...

ଘୋଷଣା ହେଲା ସମ୍ମାନଜନକ ‘ମହୁରି’ ସମ୍ମାନ

୨୦୨୪ ବର୍ଷ ପାଇଁ କବି ଡ. ପ୍ରୀତିଧାରା ସାମଲ ଓ ୨୦୨୫ ବର୍ଷ ପାଇଁ କଥାକାର ଡ. ନୃପରାଜ ସାହୁ ଭବାନୀପାଟଣା, (କେପିଏନ୍‌ଏସ୍‌) : ଓଡ଼ିଆ ସାହିତ୍ୟର ସମ୍ଭ୍ରାନ୍ତ ସାହିତ୍ୟ ପତ୍ରିକା “ମହୁରି” ପକ୍ଷରୁ ଦୁଇ ବର୍ଷର ସମ୍ମାନଜନକ “ମହୁରି ସମ୍ମାନ” ଘୋଷଣା କରାଯାଇଛି । ୨୦୨୪ ବର୍ଷ ପାଇଁ ଏହି
Read More...

ସାଲେଭଟାରେ ସାଢେ଼ ୬ ଏକର ଧାନ ଖରି ଜଳିପୋଡି ନଷ୍ଟ

ସାଲେଭଟା, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟାର ଚନ୍ଦ୍ରଶେଖର ସାହୁଙ୍କ ଦେଢ଼ ଏକର, ବରୁଣ ସାହୁଙ୍କ ୩ ଏକର, ସୀତାକାନ୍ତ ଭୁଏଙ୍କ ଦୁଇ ଏକର ମୁଣ୍ଡାପଡା ନିକଟରେ ଗଦା ହୋଇଥିବା ମୋଟ ସାଢେ ୬ଏକର ଜମିର ଧାନ ଖରିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲା ।
Read More...

କମେଇମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ କମେଇମୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାଡେଶ୍ୱର ମୁର୍ମୁ ସଭାପତିତ୍ଵ କରିଥିଲେ । ତୁରେକେଲା ଉଚ୍ଚ ବିଦ୍ୟାଳୟର
Read More...

ଏଆଇଏଲ୍‌ୟୁ ଓ ରାଉରକେଲା ଆଇନ୍ ମହାବିଦ୍ୟାଳୟ ପକ୍ଷରୁ ପରିବର୍ତ୍ତିତ ସମାଜରେ ଆଇନଜୀବୀଙ୍କ ଭୂମିକା ଶୀର୍ଷକ ଆଲୋଚନା ଚକ୍ର…

ରାଉରକେଲା, (ସସ୍ମିତା ପ୍ରଧାନ) : ଅଲ୍ ଇଣ୍ଡିଆ ଲୟର୍ସ ୟୁନିୟନ (ଏଆଇଏଲ୍‌ୟୁ) ସୁନ୍ଦରଗଡ଼ ଜିଲ୍ଲା କମିଟି ଦ୍ୱାରା ଆୟୋଜିତ ଓ ରାଉରକେଲା ଆଇନ୍ ମହାବିଦ୍ୟାଳୟ ସହଯୋଗରେ ମହାବିଦ୍ୟାଳୟ ସଭାଗୃହରେ ଆଜି ପରିବର୍ତ୍ତିତ ସମାଜରେ ଆଇନଜୀବୀଙ୍କ ଭୂମିକା ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି
Read More...

ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜବୋଡାସମ୍ବର୍ ବିଇଓ ଲୋକନାଥ ଭୋଇ କ୍ରୀଡା ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀମତୀ
Read More...

ଜିଲ୍ଲାର ସମସ୍ତ ଧାନମଣ୍ଡି ଖୋଲିବା ଦାବିରେ ଏସୟୁସିଆଇ(ସି)ର ବିକ୍ଷୋଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାରେ ଖରିଫ ଧାନକିଣା ଚରମ ଅବ୍ୟବସ୍ଥା ଘେରରେ ରହିଛି । ଚଳିତ ବର୍ଷ ଜିଲ୍ଲାରେ ସମସ୍ତ ପ୍ୟାକ୍ସରେ ଏପର୍ଯ୍ୟନ୍ତ ଧାନମଣ୍ଡି ଖୋଲା ଯାଇ ପାରିନାହିଁ । ଫଳରେ ଚାଷୀମାନେ ଦୁର୍ଦ୍ଦଶା ମଧ୍ୟରେ ଗତି କରୁଛନ୍ତି । ଧାନକିଣାରେ ବିଳମ୍ବ ଯୋଗୁଁ ଚାଷୀମାନେ ଟୋକାନ
Read More...