ଏନ୍ଏସ୍ଏସ୍ ପକ୍ଷରୁ ନୂତନ ସ୍ୱେଚ୍ଛାସେବୀଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ମହାବିଦ୍ୟାଳୟ ଠାରେ ସୋନପୁର ଜାତୀୟ ସେବା ଯୋଜନା ଯୁଗ୍ମ ଶାଖା ଆନୁକୂଲ୍ୟରେ ନୂତନ ସ୍ୱେଚ୍ଛାସେବୀ ମାନଙ୍କର ଏକ ପ୍ରବେଶ ତଥା ଅଭିମୁଖୀକରଣ ଉତ୍ସବ ଅଧ୍ୟକ୍ଷ ରାଧାକାନ୍ତ ନାଏକଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର!-->…
Read More...
Read More...